Odisha Elections 2024

Salary Hike: କର୍ମଚାରୀଙ୍କ ଲାଗିବ ଲଟେରୀ, ମିଳିବ ଡବଲ ବୋନସ

ନୂଆଦିଲ୍ଲୀ,୯।୨: କର୍ମଚାରୀଙ୍କ ପାଇଁ ଖୁସି ଖବର। ମିଳିବ ଡବଲ ବୋନସ। କେନ୍ଦ୍ର ସରକାର କର୍ମଚାରୀଙ୍କୁ ବଡ ଖୁସି ଖବର ଦେବାକୁ ଯାଉଛନ୍ତି। ଯେଉଁମାନେ ମହଙ୍ଗା ଭତ୍ତା(ଡିଏ) ଓ ୧୮ ମାସର ବକେୟା ବୃଦ୍ଧି ଘୋଷଣାକୁ ଅପେକ୍ଷା କରିଛନ୍ତି ସେମାନେ ଖୁବଶୀଘ୍ର ଖୁସି ଖବର ପାଇବାକୁ ଯାଉଛନ୍ତି। କରୋନା ସମୟରେ ୧୮ମାସ ପାଇଁ ମହଙ୍ଗା ଭତ୍ତା(ଡିଏ) ଓ aମହଙ୍ଗା ରିଲିଫ୍‌(ଡିଆର) ବକେୟା ୧୮ମାସ ପାଇଁ ସ୍ଥଗିତ ରଖାଯାଇଥିଲା।
କିନ୍ତୁ ବର୍ତ୍ତମାନ କେନ୍ଦ୍ର ସରକାର କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି। ତେଣୁ ଏଥର କେନ୍ଦ୍ର କର୍ମଚାରୀଙ୍କ ଭତ୍ତା ୪ପ୍ରତିଶତ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ମାର୍ଚ୍ଚରେ ଏହାକୁ ଅନୁମୋଦନ କରାଯିବ। ଏପ୍ରିଲରେ ଏହି ବକେୟା ଟଙ୍କା ଦିଆଯିବ। ହୋଲି ପୂର୍ବରୁ ଡିଏ ବୃ୍‌ଦ୍ଧିକୁ ସରକାର ଅନୁମୋଦନ କଲେ କେନ୍ଦ୍ରୀୟ କର୍ମଚାରୀମାନେ ତିନି ମାସରେ ଥରେ ବକେୟା ରାଶି ପାଇପାରିବେ। ସମ୍ପ୍ରତି, କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା ଓ କେନ୍ଦ୍ର ସରକାରୀ ପେନସନଭୋଗୀଙ୍କ ପାଇଁ ମହଙ୍ଗା ରିଲିଫ ୪୨% ରୁ ୪୬% କୁ ବୃଦ୍ଧି କରାଯାଇଛି। ଏହି ବୃଦ୍ଧି ଜୁଲାଇ ୧, ୨୦୨୩ ଠାରୁ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ...

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ...

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଦକ୍ଷିଣ-ଆଣ୍ଡାମାନ ଛୁଇଁଲା ମୌସୁମୀବାୟୁ

ଭୁବନେଶ୍ୱର,୧୯।୫: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରବିବାର କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଅଞ୍ଚଳକୁ ଅଗ୍ରସର ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଗତ ୨୪...

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି।...

ମୋଦିଙ୍କ ହିନ୍ଦୁ-ମୁସଲମାନ ପ୍ରସଙ୍ଗକୁ କଡ଼ା ସମାଲୋଚନା କଲେ ମେନକା ଗାନ୍ଧୀ, କହିଲେ …

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସୁଲତାନପୁର ଆସନରୁ ମେନକା ଗାନ୍ଧୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଜାତୀୟ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସେ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri