ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଲାଗି ମିଳିଲା ମଞ୍ଜୁରୀ, ୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ହେବ ଜଳସେଚନ ପ୍ରକଳ୍ପ

ଭୁବନେଶ୍ୱର, ୮।୭: ନୟାଗଡ଼ ଜିଲାର ବହୁ ପ୍ରତୀକ୍ଷିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମିରେ ଅଣଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ପ୍ରଦାନ କରିଛି। ସୂଚନାଯୋଗ୍ୟ, ଦୀର୍ଘ ୩୦ ବର୍ଷ ଧରି ଏହି ଯୋଜନାଟି ଜଙ୍ଗଲ ଅନୁମତି ପାଇଁ ଅପେକ୍ଷାରେ ରହିଥିଲା। ଏହି ଅନୁମୋଦନ ପରେ ଜିଲାର କୃଷି ଓ କୃଷକଙ୍କ ହିତ ସାଧନ ଲାଗି ଏହି ପ୍ରକଳ୍ପଟି ବରଦାନ ସଦୃଶ ହେବ। ୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଥିନିମନ୍ତେ ଅନୁମତି ମିଳିଛି। ଏହାଦ୍ବାରା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପରେ ୨୩,୦୦୦ ହେକ୍ଟର ଅଞ୍ଚଳରେ ଜଳସେଚନ ପ୍ରକଳ୍ପ ଆରମ୍ଭ କରାଯାଇପାରିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିକଟରେ ନୂଆଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଏ ସମ୍ପର୍କରେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri