Posted inଜାତୀୟ

ଆତଙ୍କବାଦ ନେଇ ଜିରୋ ଟୋଲେରାନ୍ସ ନୀତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର: ସ୍ବରାଷ୍ଟ୍ରମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୩।୧୧ : ଆତଙ୍କବାଦ ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜିରୋ ଟୋଲେରାନ୍ସ ନୀତି ଆପଣେଇଛନ୍ତି। ଏହି ବିପଦ ବିରୋଧରେ ଲଢ଼େଇ ନେଇ ଭାରତ ସରକାର ଅନ୍ତର୍ଜାତୀୟ ସମୁଦାୟକୁ ନିଜର ସଂକଳ୍ପ ସମ୍ପର୍କରେ ଜଣାଇବେ।

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି ଯେ ନଭେମ୍ବର ୧୮ ଏବଂ ୧୯ ରେ ନୂଆଦିଲ୍ଲୀରେ ଭାରତ ନୋ ମନି ଫର ଟେରୋରିଜିମ ଶୀର୍ଷକ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଆୟୋଜନ କରିବ। ଏଥିରେ ୭୫ ଟି ଦେଶ ଏବଂ ଅନ୍ତର୍ଜାତୀୟ ସଂସ୍ଥାର ପ୍ରତିନିଧୀମାନେ ଅଂଶଗ୍ରହଣ କରିବେ।

ସ୍ବରାଷ୍ଠ୍ର ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ ଏହି ସମ୍ମିଳନୀ ଆୟୋଜନ କରିବା ଦ୍ୱାରା ମୋଦି ସରକାର ଅନ୍ତର୍ଜାତୀୟ ଆତଙ୍କବାଦ ପ୍ରତି ଗୁରୁତ୍ୱ ଦେଉଛନ୍ତି ଏବଂ ଏହି ବିପଦ ବିରୋଧରେ ଜିରୋ ଟୋଲେରାନ୍ସ ନୀତି ଏବଂ ଅନ୍ତର୍ଜାତୀୟ ସମ୍ପ୍ରଦାୟରେ ଏହା ଉପରେ ଆଲୋଚନା ଏହି ସମ୍ମିଳନୀରେ କରାଯିବ। ଏହି ସମ୍ମିଳନୀରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri