Posted inଜାତୀୟ

ଏଲଏସିରେ ନିୟନ୍ତ୍ରଣ ହରାଇଛନ୍ତି କେନ୍ଦ୍ର ସରକାର: ଓଓ୍ବାଇସି…

ନୂଆଦିଲ୍ଲୀ,୨୨।୨ : ଏଲଏସି ପ୍ରସଙ୍ଗରେ ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କରଙ୍କ ବିବୃତ୍ତି ପରେ ରାଜନୀତି ତୀବ୍ର ହୋଇଛି। କଂଗ୍ରେସ ସମେତ ଅନେକ ବିରୋଧୀ ଦଳର ନେତାମାନେ ସେମାନଙ୍କ ସମାଲୋଚନା ଜାରି ରଖିଛନ୍ତି। ଏହି କ୍ରମରେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ମଧ୍ୟ ବହିର୍ବ୍ୟାପାର ମନ୍ତ୍ରୀ ଜୟଶଙ୍କରଙ୍କୁ ଟାର୍ଗେଟ କରିଛନ୍ତି। ସେ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ ଉପରେ ଜୟଶଙ୍କରଙ୍କ ଦାବିକୁ ବିଶ୍ୱାସ ଘାତକତା ଏବଂ ପ୍ରତାରଣା ବୋଲି କହିଛନ୍ତି। ଓୱାଇସି ପଚାରିଛନ୍ତି ଯେ ଯଦି ସରକାରଙ୍କର କିଛି ଲୁଚାଇବାକୁ ନାହିଁ ତେବେ ସଂସଦରେ ବିତର୍କରୁ କାହିଁକି ଦୂରେଇ ଯାଉଛନ୍ତି?

ଏହି ପ୍ରସଙ୍ଗରେ ମୋର ପ୍ରଶ୍ନ କାହିଁକି ପ୍ରତ୍ୟାଖ୍ୟାନ କରାଯାଉଛି? ସେଠାରେ ଗଣମାଧ୍ୟମକୁ କାହିଁକି ନିଆଯାଉ ନାହିଁ? ଜୟଶଙ୍କରଙ୍କ ଯୁକ୍ତିକୁ ହାସ୍ୟାସ୍ପଦ ଏବଂ ଅପ୍ରାସଙ୍ଗିକ ବୋଲି ବର୍ଣ୍ଣନା କରି ଓୱାଇସି କହିଛନ୍ତି ଯେ ଜୟଶଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନା କୋଇ ଘୁସା ଥା ନା କୋଇ ଘୁସା ହୈ ମନ୍ତବ୍ୟକୁ କେବଳ ଅନୁସରଣ କରୁଛନ୍ତି।

ଅନ୍ୟ ଏକ ଟୁଇଟ ଓୱାଇସି ଲେଖିଛନ୍ତି ଯେ ସରକାର ଲଦାଖର ଅଞ୍ଚଳ ଉପରେ ନିୟନ୍ତ୍ରଣ ହରାଇଛନ୍ତି ଏବଂ ତିନି ବର୍ଷ ପୂର୍ବର ସ୍ଥିତାବସ୍ଥାକୁ ଫେରାଇ ଆଣିବାରେ ବିଫଳ ହୋଇଛନ୍ତି। ଏହା ଅନ୍ତତଃ ପକ୍ଷେ ସରକାରଙ୍କଠାରୁ ଏହା ଆଶା କରାଯାଏ ନାହିଁ। ସରକାର ଚାଇନା ସହିତ ଡେପସାଙ୍ଗ ଏବଂ ଡେମୋକୋକ ବିଷୟରେ ଆଲୋଚନା ମଧ୍ୟ କରିପାରିବେ ନାହିଁ।

ଓୱାଇସି କହିଛନ୍ତି ଯେ ଚାଇନ ସହ ଲଦାଖ ସଙ୍କଟ ଏବଂ ଗୁଜରାଟ ଦଙ୍ଗା ଉପରେ ସରକାର ସତ୍ୟକୁ ଭୟ କରୁଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀଙ୍କ ବିଶ୍ୱାସ ଘାତକତା ଏବଂ ପ୍ରତାରଣା ଚାଇନା ସହିତ ସୀମା ସଙ୍କଟର ସମାଧାନ କରି ପାରିବ ନାହିଁ। ଏହି ସତ୍ୟତାକୁ ଗ୍ରହଣ କରିବାକୁ ଏକ ଇଚ୍ଛାଶକ୍ତି ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri