Posted inଜାତୀୟ

କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌ ହେଲେ ସେମାନଙ୍କୁ ଆଉ ବର୍ଷେ ସମାନ ଶ୍ରେଣୀରେ ପଢିବାକୁ ହେବ। ପୂର୍ବରୁ ଲାଗୁ ଥିବା ନିୟମକୁ ପରିବର୍ତ୍ତନ କରି ସରକାର ଏହି ଆଇନ ଆଣିଛନ୍ତ। ଅର୍ଥାତ ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ। ଏନେଇ ସୂଚନା କେନ୍ଦ୍ର ଶିକ୍ଷା ସଚିବ ସଞ୍ଜୟ କୁମାର ସୂଚନା ଦେଇଛନ୍ତି।

ତେବେ ଯେଉଁ ଛାତ୍ରୀଛାତ୍ରମାନେ ପଞ୍ଚମ ଓ ଅଷ୍ଟମରେ ଫେଲ୍‌ ହେବେ ସେମାନଙ୍କୁ ୨ ମାସରେ ରିଟେଷ୍ଟ ସୁଯୋଗ ମିଳିବ। ଯେଉଁମାନେ ରିଟେଷ୍ଟରେ ଉତ୍ତୀର୍ଣ୍ଣ ନ ହେଲେ ସେହି ପୁରୁଣା ଶ୍ରେଣୀରେ ରହିବେ। କିନ୍ତୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ସ୍କୁଲ୍‌ରୁ ବାହାର କରାଯାଇପାରିବନି। ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଥିବା ଶିକ୍ଷା ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?