ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି।

ଏହି ମୋଟ ରାଶି ମଧ୍ୟରୁ ଜାତୀୟ ରାଜପଥ ପ୍ରକଳ୍ପଗୁଡ଼ିକ ପାଇଁ ୩୦ ହଜାର କୋଟି ଟଙ୍କା ମଞ୍ଜୁର କରାଯାଇଛି। ଅବଶିଷ୍ଟ ୧୩ ହଜାର କୋଟି ଟଙ୍କା ରାଜ୍ୟ ରାଜପଥ ପ୍ରକଳ୍ପଗୁଡ଼ିକର ବିକାଶ ପାଇଁ ବିନିଯୋଗ ହେବ।

ଏହି ପ୍ରକଳ୍ପ ଅଧୀନରେ ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ କରିବା ପାଇଁ ଏକ ନୂତନ ଗ୍ରୀନ୍‌ ଫିଲଡ ରାସ୍ତା ନିର୍ମାଣକୁ ମଧ୍ୟ ଅନୁମୋଦନ ମିଳିଛି। ଏହି ବିଶାଳ ନିବେଶ ଓଡ଼ିଶାରେ ଯୋଗାଯୋଗ ବ୍ୟବସ୍ଥାକୁ ମଜବୁତ କରିବା ସହ ଅର୍ଥନୈତିକ କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି

ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି…

ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ଜିଲା ଓ…

କାଳ ବୈଶାଖୀର ପ୍ରଭାବରେ ଆଜବେଷ୍ଟସ ଉଡିବା ଘଟଣା: ରାଜସୱ ନିରୀକ୍ଷକ କଲେ କ୍ଷୟକ୍ଷତି ଆକଳନ

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡି ଗ୍ରାମରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ଗୋଷ୍ଠୀ ଗୃହ ସମେତ…

ତୈଳ ସଙ୍କଟ ମଧ୍ୟରେ ବିଶ୍ୱକୁ ଏମିତି ନିବେଦନ କଲେ ଟ୍ରମ୍ପ, କହିଲେ ହର୍ମୁଜ ପ୍ରଣାଳୀକୁ…

ଓ୍ବାଶିଂଟନ,୧୫ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ଅନ୍ୟ ଦେଶମାନଙ୍କୁ ଜାହାଜ ପଠାଇବାକୁ ଅନୁରୋଧ କରିଛନ୍ତି। ସେ ପୂର୍ବରୁ କହିଥିଲେ ଯେ,…

ତାରସିଂ ରେଞ୍ଜରେ  ହାତୀ ମୃତ୍ୟୁ: ଜେଟିଏଫ ଟିମ ଉପସ୍ଥିତିରେ ଚାଲିଛି ବ୍ୟବଚ୍ଛେଦ

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ନାରାୟଣପ୍ରସାଦ ରାସ୍ତା କଡ ଜଙ୍ଗଲରେ ଏକ  ହାତୀ ମୃତ୍ୟୁ ବରଣ କରିଥିବା ଖବର…

ଅସହ୍ୟ କଲାଣି ଚୋରା ମଦ କାରବାର: ଦଣ୍ଡିମା, ସିମନବାଡିରେ ଅବାଧରେ ଚାଲିଛି ବ୍ୟବସାୟ 

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମଦକାରବାର ବଢିବାରେ ଲାଗିଛି ।ବିଶେଷ କରି ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଅଞ୍ଚଳରେ…

ହୋର୍ମୁଜରେ ଫସିଗଲା ଭାରତର ୨୨ ଜାହାଜ, ୬ LPG ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୧୫।୩; ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛି। ବିଶେଷକରି, ହରମୁଜ…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri