କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପରିବାରଙ୍କୁ ମିଳିବ ସହାୟତା

ନୂଆଦିଲ୍ଲୀ,୧୦।୨: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ସାମ୍ବାଦିକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର। କରୋନାରେ ମୃତ୍ୟୁ ହୋଇଥିବା ୧୨୩ ସାମ୍ବାଦିକ ପରିବାରବର୍ଗଙ୍କ ପାଇଁ କେନ୍ଦ୍ର ସରକାର ୬.୧୫ କୋଟି ଟଙ୍କା ଆର୍ଥିକ ସହାୟତା ମଞ୍ଜୁରୀ ପ୍ରଦାନ କରିଛନ୍ତି। ଗୁରୁବାର ରାଜ୍ୟ ସଭାର ଏକ ପ୍ରଶ୍ନର ଉତ୍ତର ଦେଇ ରାଜ୍ୟ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଏଲ୍‌ ମୁର୍ଗନ ଏନେଇ ସୂଚନା ଦେଇଛନ୍ତି। ଏହି ମହାମାରୀ ସମୟରେ ସାମ୍ବାଦିକମାନେ କରୋନା ଯୋଦ୍ଧା ଭାବେ ଆଗେଇ ଆସିବା ସହ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କୁ ସଚେତନ କରୁଛନ୍ତି। ତେଣୁ ସମସ୍ତ ସାମ୍ବାଦିକମାନଙ୍କ ପାଇଁ କେନ୍ଦ୍ର ସରକାର ଚିନ୍ତିତ। ସରକାରଙ୍କ ନିକଟକୁ ୧୨୩ ଜଣଙ୍କ ପ୍ରସ୍ତାବ ଆସିଥିଲା। ସମସ୍ତ ୧୨୩ଜଣଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ ସେମାନଙ୍କ ପରିବାରବର୍ଗଙ୍କୁ ଏହି ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ମୁର୍ଗନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଛାଟ: ୨ ବର୍ଷ ଯାଏ ନୂଆ ପଦବୀ ନାହିଁ, ଅଫିସରଙ୍କୁ ଏସବୁ ମନା

ଭୁବନେଶ୍ୱର,୭।୭(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର...

ବିବାହ ପୂର୍ବରୁ ଭାବୀ ଜ୍ୱାଇଁଙ୍କୁ ଚେତାବନୀ ଦେଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୬।୧୨: କେନ୍ଦ୍ର ମନ୍ତ୍ରୀ ତଥା ଅଭିନେତ୍ରୀ ସ୍ମୃତି ଇରାନୀ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଏଥର ରାଜନୀତି ନୁହେଁ ବରଂ ତାଙ୍କ ଝିଅକୁ ନେଇ...

ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାତୀ

ନୂଆଦିଲ୍ଲୀ,୧୫।୧୨: ଦୀର୍ଘ ଦିନ ହେବ ମହିଳା ସୁରକ୍ଷାକୁ ନେଇ ଅନଶନରେ ବସିଥିବା ଦିଲ୍ଲୀ ମହିଳା କମିଶନର ମୁଖ୍ୟ ସ୍ବାତୀ ମାଲିଓ୍ବାଲଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଛି। ରବିବାର...

ହିଣ୍ଡେନବର୍ଗ ରିପୋର୍ଟ: ଆଉ ଏକ କମ୍ପାନୀର କଲା ଖୁଲାସା

ଓ୍ବାଶିଂଟନ/ଅବୁଜା,୭।୬:ଶର୍ଟ ସେଲିଂ ଫାର୍ମ ହିଣ୍ଡେନବର୍ଗ ଭାରତୀୟ ବିଲିୟନେୟାର ବ୍ୟବସାୟୀ ଗୌତମ ଆଦାନୀ ଏବଂ ଆଦାନୀ ଗ୍ରୁପ ସମ୍ବନ୍ଧରେ ଚଳିତ ବର୍ଷ ଜାନୁୟାରୀରେ ଏକ ରିପୋର୍ଟ ପ୍ରକାଶ...

କରମ ଡ୍ୟାମ୍‌ ଭାଙ୍ଗିବା ଘଟଣାରେ ଶିବରାଜଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବନ ହେଲେ ୮ ଇଞ୍ଜିନିୟର

ଭୋପାଳ,୨୬।୮: ମଧ୍ୟପ୍ରଦେଶ ଧର ଜିଲାରେ ନିର୍ମାଣାଧୀନ କରମ ଡ୍ୟାମ୍‌ ଭାଙ୍ଗିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ରାଜ୍ୟ...

ଫସିରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଅଭିଯାନ: ସମସ୍ତ ଖର୍ଚ୍ଚ ବହନ କରିବେ ମୋଦି ସରକାର

ନୂଆଦିଲ୍ଲୀ,୨୫।୨: ୟୁକ୍ରେନରେ ଆରମ୍ଭ ହୋଇଥିବା ଯୁଦ୍ଧ ଏବେ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଦେଇଛି। ଇତିମଧ୍ୟରେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ଅପରେସ୍‌ନ...

୪୦ ତଳେ ଦୈନିକ ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୨୮।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୭୦ ରେ ପହଞ୍ଚିଛି। ସେହିପରି ଗତ ୨୪...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧,୨୫୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୨୫ ହଜାର ଟପିଲା

ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୧,୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୪୮୫ ଗଞ୍ଜାମ ଜିଲାର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨,...

Advertisement
Archives

Model This Week