DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି । ମହଙ୍ଗା ଭତ୍ତା ବା DA Hikeକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ମହଙ୍ଗା ଭତ୍ତା ବୃଦ୍ଧି ପାଇଁ କେନ୍ଦ୍ରର ଲକ୍ଷ ଲକ୍ଷ କର୍ମଚାରୀ ଅପେକ୍ଷା କରି ରହିଥିବା ବେଳେ ଏ ନେଇ ଖୁବଶୀଘ୍ର ବଡ ଘୋଷଣା କରିବେ ସରକାର ।  ମିଳିଥିବା ସୂଚନା ଅନୁଯାୟୀ, ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆସନ୍ତା ହୋଲି ପୂର୍ବରୁ ବଡ ଉପହାର ଦେଇପାରନ୍ତି ।

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ DA ବୃଦ୍ଧି ପାଇଁ ଅପେକ୍ଷାର କେବେ ହେବ ଅନ୍ତ ? ବାସ୍ତବରେ, କେନ୍ଦ୍ର ସରକାର ବର୍ଷକୁ ଦୁଇଥର ମହଙ୍ଗା ଭତ୍ତା ଓ ମହଙ୍ଗା ରିଲିଫକୁ ସଂଶୋଧନ କରନ୍ତି । ପ୍ରଥମ ସଂଶୋଧନ ଜାନୁଆରୀ ୧ରୁ ଏବଂ ଦ୍ୱିତୀୟଟି ଜୁଲାଇ ୧ରୁ ଲାଗୁ ହୋଇଥାଏ । ପୂର୍ବରୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରାଯାଇଥିଲା । ହୋଲି ପୂର୍ବରୁ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି କରିପାରନ୍ତି କେନ୍ଦ୍ର ସରକାର ।

ମିଡିଆ ରିପୋର୍ଟ ଅନୁଯାୟୀ, ଏଥର ମହଙ୍ଗା ଭତ୍ତା ଓ ମହଙ୍ଗା ରିଲିଫ୍‌ରେ ୨ ପ୍ରତିଶତ ବୃଦ୍ଧି ହୋଇପାରେ । ତେବେ ଏଥର ମହଙ୍ଗା ଭତ୍ତାରେ କେତେ ପ୍ରତିଶତ ବୃଦ୍ଧି ହେବ ସେ ନେଇ ଅଧିକାରୀକ ଭାବେ କୌଣସି ଘୋଷଣା କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri