Posted inଜାତୀୟ

ନାଗରିକତ୍ୱ ଆଇନ ନେଇ ଲୋକଙ୍କୁ ଭ୍ରମିତ କରୁଛନ୍ତି କେନ୍ଦ୍ର ସରକାର: ମମତା…

କୋଲକାତା,୩୧।୧ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଅଭିଯୋଗ କରିଛନ୍ତି ଯେ ଭାରତୀୟ ଜନତା ପାର୍ଟି ଦ୍ୱାରା ପରିଚାଳିତ କେନ୍ଦ୍ର ସରକାର ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଲାଗୁ କରିବା ନାମରେ ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି। ମମତା ଏହା ମଧ୍ୟ କହିଛନ୍ତି ଯେ ସେ ଏବଂ ତାଙ୍କ ଦଳ ଟିଏମସି ବାଂଲାଦେଶର ମତୁଆ ସମ୍ପ୍ରଦାୟର ଲୋକଙ୍କ ଯତ୍ନ ନେଉଛନ୍ତି। ସେ ଏହି ସମ୍ପ୍ରଦାୟର ଲୋକଙ୍କୁ ସିଏଏ ନାମରେ ମିତ୍ର ବୋଲି ଯୋଗାଯୋଗ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି।

ଟିଏମସି ସୁପ୍ରିମୋ ମାଲଦାରେ ଆୟୋଜିତ ଏକ ସରକାରୀ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି। ଆମେ ଦୀର୍ଘ ଦିନ ଧରି ମତୁଆ ସମ୍ପ୍ରଦାୟର ଲୋକଙ୍କ ଯତ୍ନ ନେଉଛୁ, କିନ୍ତୁ ଯେତେବେଳେ ନିର୍ବାଚନ ପାଖେଇ ଆସୁଛି, ଭାଜପା ସେମାନଙ୍କ ପାଖକୁ ଯାଇ ସିଏଏକୁ ଉଲ୍ଲେଖ କରି ସେମାନଙ୍କର ବନ୍ଧୁ ବୋଲି ଦାବି କରୁଛି।

ମତୁଆ ସମ୍ପ୍ରଦାୟ ମୂଳତ ପୂର୍ବ ପାକିସ୍ଥାନ ବର୍ତ୍ତମାନ ବାଂଲାଦେଶର ଅଟନ୍ତି। ସେଠାରେ ଧାର୍ମିକ ନିର୍ଯାତନା ଯୋଗୁ ୧୯୫୦ ଦଶକରୁ ସେମାନେ ପଶ୍ଚିମବଙ୍ଗକୁ ସ୍ଥାନାନ୍ତର ହେବା ଆରମ୍ଭ କରିଥିଲେ।
ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ଥାନରୁ ଆସୁଥିବା ହିନ୍ଦୁ, ଶିଖ, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ପ୍ରବାସୀମାନଙ୍କୁ ନାଗରିକତ୍ୱ ପ୍ରଦାନ ପାଇଁ ନାଗରିକତ୍ୱ ସଂଶୋଧନ ଅଧିନିୟମ ପ୍ରଦାନ କରାଯାଇଛି। ତେବେ ଏପର୍ଯ୍ୟନ୍ତ ଏହି ଆଇନ ଅନୁଯାୟୀ କାହାକୁ ନାଗରିକତ୍ୱ ଦିଆଯାଇ ନାହିଁ, କାରଣ ସରକାର ଏ ବାବଦରେ ଏପର୍ଯ୍ୟନ୍ତ ନିୟମ କରିନାହାଁନ୍ତି।

ମମତା ମଧ୍ୟ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ବକେୟା ଦେୟ ପ୍ରଦାନ କରୁ ନ ଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?