ନୂଆ ସରକାର, ଓଡ଼ିଶାକୁ ମିଳିଲା ୬ ହଜାର ୩୨୭ କୋଟି

ନୂଆଦିଲ୍ଲୀ, ୧୧।୦୬: କେନ୍ଦ୍ରରେ ଏନ୍‌ଡିଏ ସରକାର ଗଠନ ହେବା ପରେ ଲଗାତାର ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନେରନ୍ଦ୍ର ମୋଦି ଶପଥ ନେଇଛନ୍ତି । ଏଥିସହିତ କେନ୍ଦ୍ର ମନ୍ତ୍ରୀମଣ୍ଡଳ ରବିବାର ଶପଥ ନେବା ପରେ ସୋମବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ନିର୍ମଳା ସୀତାରମଣଙ୍କୁ ଅର୍ଥ ମନ୍ତ୍ରାଳୟ ଦ଼୍ବାୟିତ଼୍ବ ମିଳିଛି। ବିଭାଗ ବଣ୍ଟାଯିବାର ସଙ୍ଗେସଙ୍ଗେ ଅର୍ଥ ମନ୍ତ୍ରାଳୟ ବଡ଼ ନିଷ୍ପତ୍ତି ନେଇଛି। ଟ୍ୟାକ୍ସ ଡିଭୋଲ୍ୟୁସନ୍‌ ବା ଆଦାୟ କରକୁ ରାଜ୍ୟମାନଙ୍କ ଭିତରେ ବଣ୍ଟା ଯିବାକୁ ଗ୍ରୀନ୍‌ ସିଗନାଲ୍‌ ମିଳିଛି। ମୋଟ ୧ ଲକ୍ଷ ୩୯ ହଜାର ୭୫୦ କୋଟି ଟଙ୍କା ରାଜ୍ୟମାନଙ୍କ ମଧ୍ୟରେ ବଣ୍ଟାଯିବ । ଏଥିରେ ସବୁଠାରୁ ଅଧିକ ଟଙ୍କା ଉତ୍ତର ପ୍ରଦେଶକୁ ମିଳିବ ବୋଲି ଜଣାପଡ଼ିଛି । ସେହିପରି ଓଡ଼ିଶାକୁ ୬ ହଜାର ୩୨୭ କୋଟି ଟଙ୍କା ମିଳିବା ନେଇ ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri