ବିଦେଶ ଫେରନ୍ତା ଏବେ ରହିବେ ହୋମ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୨୨ ।୧: କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭାରତ ସରକାର ବିଦେଶ ଯାତ୍ରୀଙ୍କ ପାଇଁ କୋୱିନ ଆପରେ ବଡ ପରିବର୍ତ୍ତନ କରିଛନ୍ତି । ଶନିବାରଠାରୁ ବିଦେଶରୁ ଫେରୁଥିବା ଯାତ୍ରୀମାନଙ୍କୁ ସରକାରୀ ଆଇସୋଲେଶନ ବ୍ୟବସ୍ଥାରେ ରଖିବା ଅନିର୍ବାର୍ଯ୍ୟ ହେବନାହିଁ । ସଂକ୍ରମିତ ଚିହ୍ନଟ ହେଲେ ଆର୍‌ଟି-ପିସିଆର୍ ଟେଷ୍ଟ କରାଯିବ । ସମ୍ପର୍କରେ ଆସିଥିବା ଲୋକଙ୍କୁ ଚିହ୍ନଟ କରି ପ୍ରୋଟୋକଲ ଅନୁଯାୟୀ ପ୍ରବନ୍ଧନ କରାଯିବ ।
ବିଦେଶୀ ଯାତ୍ରୀଙ୍କ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁବାର ଜାରି କରାଯାଇଥିବା ଗାଇଡଲାଇନ ଅନୁଯାୟୀ, ଯାତ୍ରୀ ନିଜେ ୭ ଦିନ ପର୍ଯ୍ୟନ୍ତ ହୋମ କ୍ୱାରାଣ୍ଟାଇନରେ ରହିବେ । ରିପୋର୍ଟ ନେଗେଟିଭ ଆସିଲେବି ହୋମ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ । ଫେରିବାର ଅଷ୍ଟମ ଦିନରେ ସେମାନଙ୍କର ଆର୍‌ଟି-ପିସିଆର୍ ଟେଷ୍ଟ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?