ବୈଶାଖ ମେଳାକୁ କେନ୍ଦ୍ରୀୟ ଅନୁଦାନ ମିଳୁ: ଦାବି କଲେ ଏମ୍‌ପି ପ୍ରଦୀପ ପୁରୋହିତ

ବରଗଡ଼,୩।୪(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିରରେ ହେଉଥିବା ବୈଶାଖ ମେଳା ପାଇଁ କେନ୍ଦ୍ରୀୟ ଅନୁଦାନ ଦାବି କଲେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ। ସାମଜିକ ଓ ପରମ୍ପରା ଦୃଷ୍ଟିରୁ ଏହି ବୈଶାଖ ମେଳା କେବଳ ଓ ନୁହେଁ ପ ରାଜ୍ୟ ଛତିଶଗ ପାଇଁ ମଧ୍ୟ ବହୁ ଗୁରୁତ୍ୱ ବହନ କରିଥାଏ। ପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ମେଳାରେ ଦୁଇ ରାଜ୍ୟର ଲକ୍ଷ ଲକ୍ଷ ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହୋଇଥାନ୍ତି । ଆୟୋଜନ କମିଟି ପକ୍ଷରୁ ପ୍ରତିବର୍ଷ ମେଳାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇଥାଏ। ତେଣୁ କେନ୍ଦ୍ର ସରକାର ଏହି ମେଳା ପାଇଁ ପ୍ରତିବର୍ଷ କିଛି ଆର୍ଥିକ ସହାୟତା ଯୋଗାଇଲେ ମେଳା ଆହୁରି ସରସ ସୁନ୍ଦର ହୋଇପାରିବ ବୋଲି କହିଛନ୍ତି ବରଗଡ଼ ଏମ୍‌ପି। ଏହା ସହ ମେଳା ଆୟୋଜନ କିଭଳି ଆହୁରି ସୂଚାରୁରୂପେ ହୋଇପାରିବ ସେନେଇ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ ବୋଲି ଦାବି କରିଛନ୍ତି ଏମ୍‌ପି।

ଚଳିତବର୍ଷ ମେ ୭ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ମେଳା ମହାସମାରୋହରେ ଆୟୋଜନ କରାଯାଉଛି । ଦୀର୍ଘ ୫ ଦିନ ଧରି ମହାଆ ଏହି ମେଳା ଆଧ୍ୟାତ୍ମିକ ପରିବେଶରେ ଆୟୋଜନ କରାଯାଉଛି । ପ୍ରଭୁ ନୃସିଂହନାଥଙ୍କ ନିକଟରେ ପୂଜା କଲେ ସବୁ ମନୋସ୍କାମନା ପୂରଣ ହୁଏ ବୋଲି ବହୁ କାଳରୁ ଲୋକଙ୍କ ବିଶ୍ୱାସ ରହିଛି । ସ୍ଥାନୀୟ ଲୋକଙ୍କ ଆସ୍ଥା ଓ ଭାବାବେଗ ସହ ଜ ହୋଇ ରହି ଆସିଛି ପ୍ରଭୁଙ୍କ ବୈଶାଖ ମେଳା । ସେଥିପାଇଁ ବୈଶାଖ ମେଳାରେ ବହୁ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ହେଲେ କେନ୍ଦ୍ର ସରକାର ଏଥିପାଇଁ କୌଣସି ଅନୁଦାନ ଦିଏ ନାହିଁ । ବରଗଡ଼ ଏମ୍‌ପି ପ୍ରଥମ ଥର ଏମ୍‌ପି ହେବା ପରେ ଏହି ବୈଶାଖ ମେଳା ପାଇଁ କେନ୍ଦ୍ରୀୟ ଅନୁଦାନ ପାଇଁ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ନିକଟରେ ଦାବି ଉପସ୍ଥାପନା କରିଛନ୍ତି । ବରଗ ଜିଲ୍ଲାର ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ନୃସିଂହନାଥ ପୌରାଣିକ ମନ୍ଦିର ଅବସ୍ଥାପିତ । ଏହା ତ୍ରୟୋଦେଶ ଶତାବ୍ଦୀରେ ନିର୍ମିତ ବୈଷ୍ଣବ ମନ୍ଦିର । ଯେଉଁଠାରେ ଭଗବାନ ନୃସିଂହ ବିରା ବା ମାର୍ଜାର ରୂପେ ପୂପେ ପାଉଛନ୍ତି। ପାଟଣାଗଡ଼ ରାଜା ବୈଜଳ ସିଂହ ଦେବ ୧୩୧୩ ରେ ଏହି ମନ୍ଦିର ର୍ନିମାଣ କରିଥିଲେ । ୪୫ ଫୁଟ ଉଚ୍ଚ ଓ ଏହାର ଦୁଇଟି ଭାଗ ରହିଛି । ପ୍ରଥମଟିରେ ନୃସିଂହନାଥ ବିଗ୍ରହ ପୂଜା ପାଉଥିବା ବେଳେ ଅନ୍ୟଟିରେ ଜଗମୋହନ ପୂଜା ପାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?