Posted inଜାତୀୟ

କଂଗ୍ରେସକୁ ଟାର୍ଗେଟ କଲେ ଅନୁରାଗ ଠାକୁର, ଟୁକଡେ-ଟୁକଡେ ଗ୍ୟାଙ୍ଗର ସମର୍ଥକମାନେ ଭାରତ ମାଆର ହତ୍ୟା କରୁଛନ୍ତି

ନୂଆଦିଲ୍ଲୀ,୧୩।୮: ଟୁକଡେ-ଟୁକଡେ ଗ୍ୟାଙ୍ଗର ସମର୍ଥକମାନେ ଭାରତ ମାତାଙ୍କୁ ହତ୍ୟା କରିବାକୁ ଚିନ୍ତା କରିପାରିବେ। ସେମାନେ ମହିଳାମାନଙ୍କ ପ୍ରତି ହେଉଥିବା ହିଂସା ବିଷୟରେ ଚିନ୍ତା କରନ୍ତି ନାହିଁ। ସେମାନେ କେବଳ ସମ୍ବିଧାନ ଏବଂ ଭାରତ ମାଆର ହତ୍ୟା ବିଷୟରେ ଭାଷଣ ଦିଅନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏପରି କହି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି।

କଂଗ୍ରେସକୁ ଟାର୍ଗେଟ କରି ସେ କହିଛନ୍ତି, ସେମାନେ ମଣିପୁରରେ ଘୃଣାର ମଞ୍ଜି ବୁଣିଛନ୍ତି।
କଂଗ୍ରେସ ଶାସନ କାଳରେ ଉତ୍ତର-ପୂର୍ବ ଭାରତବୋମା ଓ ବିସ୍ଫୋରଣ ପାଇଁ ଜଣାଶୁଣା ଥିଲା। କଂଗ୍ରେସର ଲୁକ ଇଷ୍ଟ ନୀତି ବଦଳରେ ପ୍ରଧାନମନ୍ତ୍ରୀ ମୋଦୀ ଆକ୍ଟ ଇଷ୍ଟ ନୀତି ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri