Posted inଜାତୀୟ

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ ଜନତା ପାର୍ଟି (ଭାଜପା) ସହିତ ତାଙ୍କ ଦଳ ନିର୍ବାଚନ ପୂର୍ବରୁ ମେଣ୍ଟ କରିଛି ଯାହାକି ଫେଭିକୋଲ ଅଠା ଭଳି ଯୋଡ଼ି ହୋଇରହିଛି ।

ଏହା ସହିତ ଲଲନ ସିଂ ଲୋକସଭା ର୍ନିବାଚନ ଫଳାଫଳରେ କଂଗ୍ରେସର ୯୯ଟି ଆସନକୁ ନେଇ ଟିପ୍ପଣୀ କରିଛନ୍ତି । ସାପ-ସିଡ଼ି ଖେଳକୁ ନେଇ ସେ କହିଛନ୍ତି ଯେ ଏହି ଖେଳରେ ସାପ ୯୯ରେ ପହଞ୍ଚିବା ମାତ୍ରେ କାମୁଡ଼େ ଏବଂ ପରେ ଖେଳାଳିମାନେ ସିଧାସଳଖ ଶୂନରେ ପହଞ୍ଚନ୍ତି। ବର୍ତ୍ତମାନ ଏହା ପ୍ରଥମ ବର୍ଷ । ଆଗକୁ ୫ ବର୍ଷ ବାକି ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri