ଓଡ଼ିଶାରେ ପହଞ୍ଚିଲେ ରାଜନାଥ ସିଂ, ଘୋଷଣା କରିବେ ମୁଖ୍ୟମନ୍ତ୍ରୀଙ୍କ ନାଁ

ଭୁବନେଶ଼୍ବର, ୧୧।୦୬: ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଆଜି ବିଧାୟକ ଦଳ ବୈଠକରେ ଯୋଗଦେବା ପାଇଁ ପହଞ୍ଚିଛନ୍ତି । ନବନିର୍ବାଚିତ ବିଧାୟକ ଏବଂ ଭାଜପା ନେତାଙ୍କ ସହ ଆଜି ଆଲୋଚନା ବୈଠକ ହେବ । ଏହି ବୈଠକରେ ଉଭୟ ଉପସ୍ଥିତ ରହିବେ । ବୈଠକ ପରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିପାରନ୍ତି । ଦୁଇ ମନ୍ତ୍ରୀ ଓଡ଼ିଶାରେ ପହଞ୍ଚିବା ପରେ କିଏ ହେବେ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ସେ ନେଇ ଉତ୍କଣ୍ଠା ବଢ଼ିଛି ।

ତେବେ ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁକୁ ନେଇ ଆଜି ସ୍ପଷ୍ଟ ହୋଇଯିବ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା...

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri