୧୦ ଆକାଂକ୍ଷୀ ଜିଲା ଗସ୍ତ କରିବେ ୧୦ କେନ୍ଦ୍ରମନ୍ତ୍ରୀ

ଭୁବନେଶର,୧୨।୪(ବ୍ୟୁରୋ) : ରାଜ୍ୟର ଆକାଂକ୍ଷୀ ଜିଲା ଗୁଡିକର ସ୍ଥିତି ପରଖିବେ କେନ୍ଦ୍ର ସରକାର। ତେବେ ଆକାଂକ୍ଷୀ ଜିଲାରେ ଉନ୍ନୟନମୂଳକ କାମ ଓ କେନ୍ଦ୍ରୀୟ ଅନୁଦାନର କାର୍ଯ୍ୟକାରିତାକୁ କେନ୍ଦ୍ରମନ୍ତ୍ରୀ ସମୀକ୍ଷା କରିବେ ବୋଲି ଜଣାପଡିଛି। ଆସନ୍ତା ୨୦ ତାରିଖ ସୁଦ୍ଧା ଓଡ଼ିଶାର ୧୦ ଆକାଂକ୍ଷୀ ଜିଲା ଗସ୍ତ କରିବେ ୧୦ କେନ୍ଦ୍ର ମନ୍ତ୍ରୀ । ଗସ୍ତ ସମୟରେ ମନ୍ତ୍ରୀମାନେ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରି ଏହାର ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବେ।

ସୂଚନାନୁଯାୟୀ, କେନ୍ଦ୍ରମନ୍ତ୍ରୀ ସଞ୍ଜୟ ବାଲିଆନ ମଙ୍ଗଳବାର କୋରାପୁଟରେ ଗସ୍ତରେ ଥିବାବେଳେ ୧୩ ଓ ୧୪ ତାରିଖରେ ଧର୍ମେନ୍ଦ୍ର ପ୍ରଧାନ ଢେଙ୍କାନାଳ ଜିଲା ଗସ୍ତ କରିବାର ସୂଚନା ରହିଛି । ପରେ ପରେ ଅଶିନୀ ବୈଷ୍ଣବ ମାଲକାନଗିରି ଜିଲା ଗସ୍ତ କରିବେ। ସେହିପରି ଅର୍ଜୁନ ମୁଣ୍ଡା କଳାହାଣ୍ଡି, ସାଧୀ ନିରଞ୍ଜନ ଜ୍ୟୋତି ବଲାଙ୍ଗୀର, ପ୍ରହଲ୍ଲାଦ ସିଂ ପଟେଲ ଗଜପତି, ଏସ.ପି ବଗେଲ ନୂଆପଡା, ଶୋଭାକରନ ନବରଙ୍ଗପୁର, ସୋନି ପ୍ରକାଶ ରାୟଗଡା, ସୁବାଷ ସରକାର କନ୍ଧମାଳ ଗସ୍ତ କରି ସମୀକ୍ଷା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri