କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜିଲା ଟପ୍ପର

ନୂଆପଡ଼ା,୧୫ା୫(ମକାରୁ ବେମାଲ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶିତ ହୋଇଛି। ଏଥିରେ ଖଡିଆଳ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ସ୍ମରଣ ଯୋଷୀ ୯୮.୮ ପ୍ରତିଶତ ମାର୍କ ରଖି ଜିଲା ଟପ୍ପର ହୋଇଛନ୍ତି। ସେହିପରି ନୂଆପଡ଼ା କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ସବ୍ୟସାଚୀ ମିଶ୍ର ୯୮.୨ ପ୍ରତିଶତ ମାର୍କ ରଖି ଜିଲାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ା ଦୁଇ ଛାତ୍ର ଜିଲା ପାଇଁ ଗୌରବ ଆଣିଥିବାରୁ ବିଭିନ୍ନ ମହଲରୁ ସେମାନଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ସଫଳତା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ସଞ୍ଜୀବ କୁମାର ସାହୁ, ନୂଆପଡା କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ମାନସ ରଞ୍ଜନ ତ୍ରିପାଠୀ, ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଓ ଜିଲାବାସୀ ଶୁଭେଚ୍ଛା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri