ବନ୍ଦ ଘରୁ କେନ୍ଦ୍ରୀୟ ବିଦ୍ୟାଳୟ ଶିକ୍ଷକଙ୍କ ମୃତଦେହ ଉଦ୍ଧାର

ହିଞ୍ଜିଳିକାଟୁ, ୨୧।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ଏସଏସଟି ଶିକ୍ଷକଙ୍କ ଗଳିତ ମୃତଦେହ ରବିବାର ରେଗିଡି ସାହିର ଏକ ଭଡ଼ା ଘରୁ ଉଦ୍ଧାର ହୋଇଛି। ମୃତ ଶିକ୍ଷକ ହେଲେ ଉତ୍ତରପ୍ରଦେଶର ରାମ କୁଲଭର ରାମ। ବନ୍ଦ ଘରୁ ଦୁର୍ଗନ୍ଧ ବାହାରୁଥିବାରୁ ଘର ମାଲିକ ପୋଲିସକୁ ଖବର ଦେଇଥିଲେ। ହିଞ୍ଜିଳିକାଟୁ ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ହିଞ୍ଜିଳି ପୋଲିସ ବନ୍ଦ ଘରର କବାଟ ତାଡ଼ି ଶିକ୍ଷକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ରକ୍ତ ଜୁଡୁବୁଡୁ ମୃତଦେହକୁ ଜବତ କରି ପୋଲିସ ବ୍ୟବଚ୍ଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି। ମୃତ ଶିକ୍ଷକଙ୍କ ପରିବାର ଲୋକଙ୍କୁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri