ନାଲ୍‌କୋ ପରିଦର୍ଶନରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ସତୀଶ

ଭୁବନେଶ୍ୱର,୨୮।୭: ପ୍ରଥମଥର ପାଇଁ କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ର୍ୟମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ଶନିବାର ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ)ର ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ପରିଦର୍ଶନ କରିଛନ୍ତି। ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ସମସ୍ତ ନିର୍ଦ୍ଦେଶକଙ୍କ ଉପସ୍ଥିତିରେ ନାଲ୍‌କୋ ସିଏମ୍‌ଡି ଶ୍ରୀଧର ପାତ୍ର ମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ମନ୍ତ୍ରୀ ବୃକ୍ଷରୋପଣ ନିମନ୍ତେ ଏକ ସ୍ବତନ୍ତ୍ର ଅଭିଯାନ ‘ପେଡ୍‌ ମାଁ କେ ନାମ୍‌’କୁ ସଫଳ କରିବା ନିମନ୍ତେ ସେ ଏକ ଚାରା ରୋପଣ କରିବା ସହ ନାଲ୍‌କୋର ବରିଷ୍ଠ ଅଧିକାରୀମାନଙ୍କ ସହ କମ୍ପାନୀ ଅଧୀନରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଥିଲେ।

ଏଥିସହ ମନ୍ତ୍ରୀ ଅନୁଗୋଳସ୍ଥିତ ନାଲ୍‌କୋ ସ୍ମେଲ୍‌ଟର ପ୍ଲାଣ୍ଟ ଏବଂ ପାୱାର ପ୍ଲାଣ୍ଟ ପରିଦର୍ଶନକରି ଉତ୍ପାଦନ ଓ ପରିଚାଳନା ସମ୍ବନ୍ଧୀୟ କାର୍ଯ୍ୟକଳାପ ଉପରେ ଆଲୋଚନା କରିଥିଲେ। ଏହି ଗସ୍ତ ସମୟରେ ନାଲ୍‌କୋ ସିଏମ୍‌ଡିଙ୍କ ସହ କମ୍ପାନୀର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ। ନାଲ୍‌କୋର କାର୍ଯ୍ୟଦକ୍ଷତା ସହ ନାଲ୍‌କୋ କର୍ମଚାରୀଙ୍କ ଉତ୍ସର୍ଗୀକୃତ ମନୋଭାବ, କଠିନ ପରିଶ୍ରମ ଏବଂ ଉତ୍ପାଦନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତାକୁ ମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri