ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୫ା୭(ବ୍ୟୁରୋ): କୋଭିଡ୍‌ ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍‌। ଏହି ଟିମ୍‌ରେ କୋଲକାତାର ଜନସ୍ବାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ପ୍ରଫେସର ପ୍ରଶାନ୍ତ ମହାପାତ୍ର ରହିଛନ୍ତି। ଟିମ୍‌ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ କୋଭିଡ୍‌ ସ୍ଥିତି ନେଇ ଆଲୋଚନା କରିବେ ।

ସଂକ୍ରମଣ ହାର ଅଧିକ ଥିବା ୬ଟି ରାଜ୍ୟ ପାଇଁ କେନ୍ଦ୍ରୀୟ ଟିମ୍‌ ଗଠନ କରିଛନ୍ତି କେନ୍ଦ୍ର ସରକାର। ଓଡ଼ିଶାରେ ବର୍ତ୍ତମାନ କୋଭିଡ୍‌ ସ୍ଥିତି ସ୍ଥିର ରହିଛି। ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ରୁ ୩ ହଜାର ଭିତରେ ରହୁଛି । ପ୍ରାୟ ୧୦ଟି ଜିଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଶହେରୁ ଅଧିକ ରହୁଛି । ଅନ୍ୟପକ୍ଷରେ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ଆଜି ୫୦ ପାର୍‌ କରିଛି କରୋନା ମୃତ୍ୟୁ। ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କେତେ ବଢୁଛି କାହିଁକି ବଢୁଛି, ମୃତ୍ୟୁ ସଂଖ୍ୟା କାହିଁକି ବଢୁଛି ଏନେଇ ଟିମ୍‌ ପରାମର୍ଶ ଦେବ। ପରେ କେନ୍ଦ୍ର ସରକାରଙ୍କ ନିକଟରେ ରିପୋର୍ଟ ଦାଖଲ କରିବ ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri