CHC ପରିଦର୍ଶନ କଲେ କେନ୍ଦ୍ରୀୟ ଟିମ୍‌, ସମସ୍ୟା ସମାଧାନ ପ୍ରତିଶ୍ରୁତି

କେସିଙ୍ଗା,୫।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲାର କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ବୁଧବାର ସନ୍ଧ୍ୟାରେ ୩ ଜଣିଆ କେନ୍ଦ୍ରୀୟ ଦଳ ପରିଦର୍ଶନ କରିଛନ୍ତି। ଡା. ତମନ୍ନା ଶର୍ମା, ଡା. ବିଦ୍ୟାଧର ତ୍ରିପାଠୀ ଓ ଡା. ସମ୍ବିଦ ପ୍ରଧାନଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ପ୍ରସୂତି, ଶିଶୁ ସ୍ୱାସ୍ଥ୍ୟ, ଇନଡୋର-ଆଉଟଡୋର, ଲ୍ୟାବ ଓ ଟେକ୍ନିକାଲ ବିଭାଗ ପରିଦର୍ଶନ କରି ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ବୁଝିଥିଲେ।

କେନ୍ଦ୍ରର ବିଭିନ୍ନ ସମସ୍ୟା ଓ ଉନ୍ନୟନ ଆବଶ୍ୟକତାକୁ ରାଜ୍ୟ ସରକାରଙ୍କ ନିକଟରେ ଉପସ୍ଥାପନ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଟିମ୍ ପ୍ରତିଶ୍ରୁତି ଦେଇଛନ୍ତି। ୬ ବର୍ଷ ପରେ ହୋଇଥିବା ଏହି ପରିଦର୍ଶନରେ ସମସ୍ତ କାର୍ଯ୍ୟ ଠିକ୍‌ ଚାଲିଥିବା ଦେଖି ସନ୍ତୋଷ ପ୍ରକାଶ କରିଛନ୍ତି। ପରିଶେଷରେ କେନ୍ଦ୍ର ପରିସରରେ ବୃକ୍ଷରୋପଣ ମଧ୍ୟ କରାଯାଇଛି।

ପରିଦର୍ଶନରେ ରାଜ୍ୟର ଡା. ଅବନୀ ମହାପାତ୍ର, ଡା. ସ୍ୱରୂପ ଦାଶ ପ୍ରମୁଖ ସହ ମେଡିକାଲ ଅଧିକ୍ଷା ଡା. ପ୍ରଜ୍ଞା ପ୍ରୀତିଶ୍ରୁତି ମାଝୀ ଓ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?