ଯାଜପୁର ଆସିବେ କେନ୍ଦ୍ରୀୟ ଟିମ୍‌ : ସ୍ଥିତି ଅନୁଧ୍ୟାନ ପାଇଁ…

ଯାଜପୁର,୧୪।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍‌। ୧୪ ଜଣିଆ କେନ୍ଦ୍ରୀୟ ଟିମ ସ୍ଥିତି ଅନୁଧ୍ୟାନ ପାଇଁ ଆସୁଛନ୍ତି। ଏ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ICMR, NCDC, WHO ଭଳି ସଂସ୍ଥାର ସଦସ୍ୟ ଉକ୍ତ ଟିମ୍‌ରେ ରହିବେ।

ଅନ୍ୟପକ୍ଷେ, ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ମଧ୍ୟାହ୍ନରେ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିଛନ୍ତି। ଧର୍ମଶାଳା ଅଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅନେକ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଜାତୀୟ କଂଗେସ ଦଳ ପକ୍ଷରୁ ପିସିସି ସଭାପତି ଭକ୍ତ ଦାସ, ଧର୍ମଶାଳାର କଂଗ୍ରେସ ନେତା ଶ୍ରୀନାଥ ମିଶ୍ର, କିଷାନ ପଣ୍ଡା, ମଧୁସ୍ମିତା ଆଚାର୍ଯ୍ୟ ଓ ଅନ୍ୟ ନେତା ଓ କର୍ମୀମାନେ ପହଞ୍ଚି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀମାନଙ୍କୁ ଭେଟିଥିଲେ। ପରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ସହ ଏ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?