Posted inଜାତୀୟ

ସାଂସ୍କୃତିକ ବିବିଧତାରେ ପରିପୂର୍ଣ୍ଣ ହେବ ନୂଆ ସଂସଦ ଭବନ, ରକ୍ଷଣାବେକ୍ଷଣ ପାଇଁ ଗଠନ ହୋଇଛି ୩ ସମିତି

ନୂଆଦିଲ୍ଲୀ,୨୬ ।୯: ସେଣ୍ଟ୍ରାଲ ଭିଷ୍ଟା ଭଳି ଆମର ନୂଆ ସଂସଦ ଭବନ ବା ପାର୍ଲାମେଣ୍ଟ ହାଉସରେ କଳା ସଂସ୍କୃତିର ଅଦ୍ଭୁତ ଝଲକ ଦେଖିବାକୁ ମିଳିବ । ନୂଆ ସଂସଦ ଭବନର କାନ୍ଥରେ ବେଦ ପୁରାଣର ଶ୍ଳୋକ ଖୁବ ସୁନ୍ଦର ଓ କଳାତ୍ମକ ଶୈଳିରେ ଖୋଦିତ କରାଯିବ । ଏଠାରେ ସ୍ଥାନେ ସ୍ଥାନେ ବଡ ବଡ ଇନଷ୍ଟଲେଶନ, କଳାକୃତି ଓ ଦେଶର ଭିନ୍ନ ଭିନ୍ନ ଭାଗର ଲୋକ ଓ ଲୋକ ପାରମ୍ପରିକ କଳାର ଝଲକ ଦେଖିବାକୁ ମିଳିବ ।
ଏହି ନୂଆ ସଂସଦ ଭବନର କଳାତ୍ମକ ସାଜସଜ୍ଜା କାମ ମୁଖ୍ୟ ଭାବେ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ କଳା କେନ୍ଦ୍ର(ଆଇଜିଏନସିଇ) ଓ ନ୍ୟାଶନାଲ ଗ୍ୟାଲେରୀ ଅଫ୍ ମର୍ଡନ ଆର୍ଟ(ଏନଜିଏମଏ)କୁ ଦିଆଯାଇଛି । ଏନଜିଏମଏର ସଦସ୍ୟ ସଚିବ ଡା. ସଚ୍ଚିଦାନନ୍ଦ ଯୋଶୀ କହିଛନ୍ତି ନୂଆ ସଂସଦ ଭବନର ସମ୍ପୂର୍ଣ୍ଣ ପରିକଳ୍ପନା ଆମେ ଏମିତି ଭାବେ କରିଛୁ ଯେଉଁଥିରେ ଦେଶର କଳା ଓ ସଂସ୍କୃତିକୁ ଅତି ପାଖରୁ ବୁଝିହେବ ଓ ଅନୁଭବ କରିହେବ । ସେଥିପାଇଁ ସେ ଲାଗାତାର କାର୍ଯ୍ୟ ଓ ସାଜସଜ୍ଜାର ନିରିକ୍ଷଣ କରୁଛନ୍ତି ଓ ଚେଷ୍ଟା କରାଯାଉଛି ନିର୍ଦ୍ଧାରିତ ସମୟରେ ସବୁ କାମ ଶେଷ କରିବାକୁ ।


Enter your email to get our daily news in your inbox.

All Right Reserved By Dharitri.Com

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri