Posted inଜାତୀୟ

କେନ୍ଦ୍ର-ଏଏପି ସରକାରଙ୍କ ବିବାଦ: ରାୟ ସଂରକ୍ଷିତ ରଖିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୮।୧ : ସୁପ୍ରିମକୋର୍ଟର ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚ ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର-ପୋଷ୍ଟିଂ ଅଧିକାର ଦାବି କରିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସରକାରଙ୍କ ଆବେଦନ ଉପରେ ରାୟ ବୁଧବାର ସଂରକ୍ଷିତ ରଖିଛନ୍ତି। ଶୁଣାଣି ଶେଷ ହେବା ପରେ କେନ୍ଦ୍ର ସରକାରଙ୍କ ପରାମର୍ଶଦାତା ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହି ମାମଲାକୁ ଏକ ବଡ଼ ବେଞ୍ଚକୁ ପଠାଇବାକୁ ଚେଷ୍ଟା କରିଥିଲେ।

ସେ କହିଥିଲେ ରାଜଧାନୀ ଅରାଜକତାକୁ ଆଖିମୁଜି ରହିବାକୁ ଦିଆଯାଇପାରିବ ନାହିଁ । ଜାନୁଆରୀ ୧୭ ରେ ଏହି ମାମଲାର ଶୁଣାଣି ହେବା ପୂର୍ବରୁ ଏବଂ ତୁଷାର ମେହେଟ୍ଟା ଦିଲ୍ଲୀ ସରକାରଙ୍କ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଥିଲେ।

ସେ କହିଥିଲେ ସର୍ବୋଚ୍ଚ ନ୍ୟାୟାଳୟର ଏକ ସାମ୍ବିଧାନିକ ଖଣ୍ଡପୀଠରେ ମାମଲାର ବିଚାରାଧୀନ ଥିବା ଜାଣିବା ସତ୍ତ୍ୱେ ଆମ ଆଦମୀ ପାର୍ଟି (ଏଏପି) ସରକାର ନକାରାତ୍ମକ ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ଏଏପି ସରକାର ଏଲଜି ଭି.କେ ସାକ୍ସେନାଙ୍କ ବିରୋଧରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ସୋଲିସିଟର ଜେନେରାଲ କହିଥିଲେ ଯେ ବିରୋଧ ଏବଂ ନାଟକବାଜି କୋର୍ଟର ପ୍ରକ୍ରିୟା ପାଇଁ ବିକଳ୍ପ ହୋଇପାରିବ ନାହିଁ। ଜାତୀୟ ରାଜଧାନୀରେ ଏପରି ପ୍ରତିବାଦ ଘଟୁଥିବାର ବିଶ୍ୱ ସମୁଦାୟ ଦେଖୁଛନ୍ତି। ଏହା ଲଜ୍ଜାଜନକ ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri