Posted inଜାତୀୟ

କୋଭିଡ-୧୯ ମାମଲା ବଢିବା ପରେ କେନ୍ଦ୍ର ଆଲର୍ଟ, ଜେଏନ୍‌.୧ ଭାରିଆଣ୍ଟକୁ ନେଇ ଜାରି ହେଲା ଆଡଭାଇଜରୀ

ନୂଆଦିଲ୍ଲୀ,୧୮।୧୨: କୋଭିଡ ମାମଲା ବୃଦ୍ଧି ଏବଂ ଭାରତରେ ଜେଏନ୍‌.୧ ଭାରିଆଣ୍ଟର ପ୍ରଥମ ମାମଲାର ଚିହ୍ନଟକୁ ଦୃଷ୍ଟିରେ ରଖି ରାଜ୍ୟମାନଙ୍କୁ ଏକ ଆଡଭାଇଜରୀ ଜାରି କରାଯାଇଛି। କୋଭିଡ ପରିସ୍ଥିତିର ନିରନ୍ତର ନଜର ରଖିବାକୁ ରାଜ୍ୟମାନଙ୍କୁ କେନ୍ଦ୍ର ଅନୁରୋଧ କରିଛି।

ରାଜ୍ୟଗୁଡିକ ନିୟମିତ ଭାବରେ ପ୍ରତି ଜିଲାରେ ଏସ୍‌ଏଆରଆଇ ଏବଂ ଆଇଏଲଆଉ ମାମଲା ରିପୋର୍ଟ ଏବଂ ତଦାରଖ କରିବାକୁ ପଡିବ। ବହୁ ସଂଖ୍ୟକ ଆରଟିପିସିଆର ପରୀକ୍ଷା ସହିତ ପର୍ଯ୍ୟାପ୍ତ ପରୀକ୍ଷଣ ନିଶ୍ଚିତ କରିବାକୁ ରାଜ୍ୟମାନଙ୍କୁ ପରାମର୍ଶ ଦିଆଯାଇଛି। ଏଥିସହିତ ଜିନୋମ କ୍ରମ ପାଇଁ ପଜିଟିଭ୍‌ ନମୁନା ଲାବୋରେଟୋରୀକୁ ପଠାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଭାରତରେ ୨୬୦ ଟି ନୂଆ କରୋନା ମାମଲା ରେକର୍ଡ ହୋଇଛି। ଯାହା ଫଳରେ ସକ୍ରିୟ ମାମଲା ୧,୮୨୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର,୧ା୫: ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ମାଟ୍ରିକ୍‌…

ପବନ ଖେରାଙ୍କୁ ବଡ଼ ଆଶ୍ୱସ୍ତି: ଏବେ ତାଙ୍କୁ ଗିରଫ କରିବ ନାହିଁ ଆସାମ ପୋଲିସ

ନୂଆଦିଲ୍ଲୀ,୧।୫: କଂଗ୍ରେସ ନେତା ପବନ ଖେରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଆସାମ ପୋଲିସ ଏବେ ପବନ ଖେରାଙ୍କୁ ଗିରଫ କରିପାରିବ ନାହିଁ। ପ୍ରକୃତରେ, ସୁପ୍ରିମକୋର୍ଟ ପବନ ଖେରାଙ୍କୁ…

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଭାଜପା, ଜାଣନ୍ତୁ କ’ଣ ଏହାର କାରଣ

କୋଲକାତା,୧।୫: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ମେ ୪ ତାରିଖରେ ଘୋଷଣା ହେବାକୁ ଯାଉଛି। ପଶ୍ଚିମବଙ୍ଗ ଭାଜପା ପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ।…

ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ

କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ…

ରାପିଡୋ ଡ୍ରାଇଭରରୁ ପାଲଟିଲେ ପ୍ରେମିକ: ଶାରୀରିକ ସମ୍ପର୍କ ରଖିବା ପରେ…

ଭୁବନେଶ୍ବର, ୧।୫ (ପ୍ରସନଜିତ୍‌ ସାହୁ):ରାପିଡୋ ଡ୍ରାଇଭରରୁ ପ୍ରେମିକ ପାଲଟିଲେ। ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ଖଣ୍ଡା ଧରି ମାରିବାକୁ ଧମକ ଦେଇଛନ୍ତି।…

ବିରାଟ କୋହଲିଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯିବ କି? ଅମ୍ପାୟାରଙ୍କ ସହ ଝଗଡ଼ା ପାଇଁ…

ନୂଆଦିଲ୍ଲୀ,୧।୫: IPL 2026 ର 42 ତମ ମ୍ୟାଚ ସମୟରେ, ଏକ ଲାଇଭ ଖେଳ ସମୟରେ ବିରାଟ କୋହଲି ପଡ଼ିଆର ମଝିରେ ଜଣେ ଅମ୍ପାୟାରଙ୍କ ସହ ମୁହାଁମୁହିଁ…

କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍‌, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର

ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର…

ମୋ ଜେଜେବାପା ଜଣେ ‘ଭଲ ବ୍ୟକ୍ତି’ ନୁହଁନ୍ତି..ଦୁଃଖ ବଖାଣିଲେ ଟ୍ରମ୍ପଙ୍କ ନାତୁଣୀ

ଓ୍ବାଶିଂଟନ୍‌,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାତୁଣୀ କାଇ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଜଣେ ପ୍ରମୁଖ ଏବଂ ପ୍ରଭାବଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri