Posted inଜାତୀୟ

ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନରେ ତୁରନ୍ତ ରାଶନ କାର୍ଡ ଦିଆଯାଉ। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ଗୁରୁବାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର ।

ମହାମାରୀ ସଙ୍କଟ କାଳରେ ଅତ୍ୟନ୍ତ ଗରିବ ଶ୍ରେଣୀର ଲୋକମାନଙ୍କ ପାଇଁ ଖାଦ୍ୟ ଅତି ଜରୁରୀ ହୋଇଥିବା ବେଳେ ରାଶନ କାର୍ଡ ନ ଥିବାରୁ ସେମାନେ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି କେତେକ ରିପୋର୍ଟ ପ୍ରକାଶ ପାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉପରୋକ୍ତ ନିର୍ଦ୍ଦେଶନାମା ଜାରି ହୋଇଛି। ବର୍ତ୍ତମାନ ସୁଦ୍ଧା ୧୪ ରାଜ୍ୟ ସେମାନଙ୍କ କୋଟା ପୂରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ଭେଟିବାକୁ ଗଲେ ସିଦ୍ଧୁ

ନୂଆଦିଲ୍ଲୀ,୮ ।୨: କୃଷକ ଆନ୍ଦୋଳନ ମଧ୍ୟରେ ସୋମବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ...

ସୁସ୍ଥ ହେଲେ ସିଦ୍ଧରମେୟା

ବେଙ୍ଗାଲୁରୁ,୧୫।୧୨: ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା ଏବେ ସୁସ୍ଥ ଥିବା ଜଣାପଡିଛି। ରବିବାର ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା କହିଛନ୍ତି। ଗତ...

ଟିଏମ୍‌ସି-ଏନ୍‌ସିପି-ସିପିଆଇର ରାଷ୍ଟ୍ରୀୟ ମାନ୍ୟତା ହୋଇପାରେ ରଦ୍ଦ

ନୂଆଦିଲ୍ଲୀ,୧୭।୭: ନିର୍ବାଚନରେ କରାଯାଇଥିବା ପ୍ରଦର୍ଶନ ଆଧାରରେ ଟିଏମ୍‌ସି, ଏନ୍‌ସିପି ଏବଂ ସିପିଆଇର ରାଷ୍ଟ୍ରୀୟ ମାନ୍ୟତା ରଦ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଏହି ୩ ରାଜନୈତିକ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୩୦।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୨୩୦ଟି...

ଟିଏମ୍‌ସି ଟୁଇଟର ଆକାଉଣ୍ଟ ହ୍ୟାକ୍‌…

କୋଲକାତା,୨୮।୨ : ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଅଫିସିଆଲ ଟୁଇଟର ଆକାଉଣ୍ଟ ମଙ୍ଗଳବାର ହ୍ୟାକ ହୋଇଛି। ହ୍ୟାକର୍‌ ଟିଏମସିର ଟୁଇଟର ଆକାଉଣ୍ଟର ପ୍ରୋଫାଇଲ ଚିତ୍ର ଏବଂ ନାମ ବଦଳାଇ...

ଅଢ଼େଇ ହଜାରରେ ଫୋନ୍‌ ବିକି ଖାଦ୍ୟ ଆଣିଥିଲେ ଦାଦନ

ଗୁରୁଗ୍ରାମ,୧୯।୪: ଲକ୍‌ଡାଉନ୍‌ ଯୋଗୁ ଗରିବ, ନିରାଶ୍ରୟ ଲୋକଙ୍କ ମୁଣ୍ଡବ୍ୟଥା ବଢ଼ିଛି। କାମଧନ୍ଦା ବନ୍ଦ ହୋଇଯିବା ପରେ ପରିବାର ପୋଷିବା ସେମାନଙ୍କ ଲାଗି କଷ୍ଟକର ହୋଇପଡ଼ିଛି। ଅନେକେ...

ସିଦ୍ଧୁ ମୁସେୱାଲା ହତ୍ୟା ମାମଲା: ଜେଲ ଭିତରେ ଅଭିଯୁକ୍ତଙ୍କ ଉପରେ ଆକ୍ରମଣ

ଲୁଧିଆନା,୧୦ ।୭: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟା ମାମଲାର ଅଭିଯୁକ୍ତ ସତବୀର ସିଙ୍କ ଉପରେ ଜେଲ ଭିତରେ ଆକ୍ରମଣ ହୋଇଛି । ଲୁଧିଆନା ସେଣ୍ଟ୍ରାଲ...

ଶିବସେନା ଆଗରେ ସର୍ତ୍ତ ବାଢ଼ିଲା ଏନ୍‌ସିପି : ଏନ୍‌ଡିଏରୁ ଓହରିଲେ ବିକଳ୍ପ ସରକାର

ମୁମ୍ବାଇ,୬ା୧୧ (ପି.ଟି./ଆଇଏଏନ୍‌ଏସ୍‌): ଭାଜପା ସହ ସମ୍ପର୍କ ଛିନ୍ନ କରି ଏନ୍‌ଡିଏରୁ ଶିବସେନା ଓହରିଆସିଲେ ମହାରାଷ୍ଟ୍ରରେ ଏକ ରାଜନୈତିକ ବିକଳ୍ପକୁ କାର୍ଯ୍ୟକାରୀ କରାଯାଇପାରିବ। ନୂଆ ସରକାର ଗଠନ...

Advertisement
Archives

Model This Week