Posted inଜାତୀୟ

ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢ଼ିଲା କୋଭିଡ୍‌ କଟକଣା

ନୂଆଦିଲ୍ଲୀ,୨୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କୋଭିଡ୍‌-୧୯ କଟକଣାକୁ ଗୁରୁବାର ଫେବୃୟାରୀ ୨୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି। ପୂର୍ବରୁ ଜାନୁୟାରୀ ୩୧ ତାରିଖ ପର୍ଯ୍ୟନ୍ତ ଦେଶରେ ଏହି କଟକଣା ଲାଗୁ କରାଯାଇଥିଲା।

“ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି” ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ଅଜୟ କୁମାର ଭାଲା ନିର୍ଦ୍ଦେଶନାମାରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୁହେଁ ମୁଁ ପରମାତ୍ମା ଅବା ଧର୍ମରାଜ; ମାର୍ଚ୍ଚ ୩ରେ ବି ହେବନି ଫାଶୀ: ନିର୍ଭୟା ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ

ନୂଆଦିଲ୍ଲୀ,୧୮।୨: ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇଛି। ଗତ ୪୧ ଦିନ ମଧ୍ୟରେ ତୃତୀୟ ଥର ପାଇଁ ଏଭଳି...

ନରୋତ୍ତମ ମିଶ୍ରଙ୍କ ଅଭିଯୋଗ, ଭାରତ ଯୋଡୋ ଯାତ୍ରାରେ ଦିଆଯାଇଛି ‘ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ’

ଭୋପାଳ,୪ ।୧୨: ମଧ୍ୟ ପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ପୁଣିଥରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାକୁ ଟାର୍ଗେଟ କରିଛନ୍ତି । କଂଗ୍ରେସର ଏହି ଭାରତ...

କଂଗ୍ରେସର ଦୁଇଟି କାର୍ଯ୍ୟ: ଇଭିଏମ୍‌ରେ ଦୋଷ ଖୋଜିବା, ମୋଦିଙ୍କୁ ଗାଳି ଦେବା

ଅହମ୍ମଦାବାଦ,୨।୧୨: ଗୁଜୁରାଟରେ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟର ପ୍ରଚାର ଜୋରସୋରରେ ଚାଲିଛି। ପ୍ରଚାର ସମୟରେ ବିଭିନ୍ନ ଦଳର ନେତାମାନେ ପରସ୍ପର ଉପରେ କାଦୁଅଫିଙ୍ଗା ରାଜନୀତି...

ମହା ନବମୀରେ କନ୍ୟା ପୂଜା କଲେ ମୁଖ୍ୟମନ୍ତ୍ରୀ

ଗୋରଖପୁର,୭।୧୦: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପବିତ୍ର ମହା ନବମୀରେ କନ୍ୟାମାନଙ୍କୁ ପୂଜା କରିଥିବା ଦେଖିବାକୁ ମିଳିଛି। ସୋମବାର ଶାରଦୀୟ ଦୁର୍ଗା ପୂଜାର ନବମୀ...

ମହାରାଷ୍ଟ୍ରରେ କରୋନା ନେଲାଣି ୩୦୧ ମୁଣ୍ଡ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏବେ ଏହା ଏକ ପ୍ରକାର ଅଣାୟତ୍ତ ହୋଇ ପଡିଲାଣି ବୋଲି କୁହାଯାଉଛି। ପ୍ରତିଦିନ ଏଠାରେ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ୮୦ ଲକ୍ଷ ଲୋକଙ୍କୁ କରାଯାଇଛି ବନ୍ଦୀ: ଶାହ ଫୈସଲ୍‌

ଶ୍ରୀନଗର,୮।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ଜମ୍ମୁ-କଶ୍ମୀରର ୮୦ ଲକ୍ଷ ଲୋକଙ୍କୁ ବନ୍ଦୀ କରାଯାଇଥିବା ଅଭିଯୋଗ କରିଛନ୍ତି ଶାହ ଫୈସଲ୍‌। ଫୈସଲ୍‌ ପୂର୍ବରୁ ଆଇଏଏସ୍‌ ଅଫିସର...

ପ୍ରତ୍ୟାହାର ହେବ ନାହିଁ କୃଷି ଆଇନ

ନୂଆଦିଲ୍ଲୀ,୮।୭: କେନ୍ଦ୍ର ସରକାର ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବେ ନାହିଁ। ଏହାର ଅନ୍ୟ ବିକଳ୍ପ ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା ପାଇଁ ସରକାର ପ୍ରସ୍ତୁତ।...

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୫୪ ହଜାରରୁ ଅଧିକ ଚିହ୍ନଟ, ୬୯୦ ମୃତ୍ୟୁ

ନୂଆଦିଲ୍ଲୀ,୨୩।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୫୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

Advertisement
Archives

Model This Week