Posted inଜାତୀୟ

CAA ଅଧୀନରେ ୧୪ ଜଣଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୫ା୫: ନାଗରିକତା (ସଂଶୋଧନ) ଅଧିନିୟମ(ସିଏଏ) ଅନୁଯାୟୀ ବୁଧବାର ଗୃହ ମନ୍ତ୍ରଣାଳୟ ୧୪ ଜଣଙ୍କୁ ନାଗରିକତ୍ୱ ପ୍ରମାଣପତ୍ର ପ୍ରଦାନ କରିଛନ୍ତି। “ନାଗରିକତା (ସଂଶୋଧନ) ନିୟମ, ୨୦୨୪ ର ବିଜ୍ଞପ୍ତି ପରେ ପ୍ରଥମ ସେଟ୍ ନାଗରିକତ୍ୱ ପ୍ରମାଣପତ୍ର ବୁଧବାର ସରକାର ଜାରି କରିଛନ୍ତି।

କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭାଲା ନୂଆଦିଲ୍ଲୀର କିଛି ଆବେଦନକାରୀଙ୍କୁ ନାଗରିକତ୍ୱ ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ଗୃହ ସଚିବ ଆବେଦନକାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ନାଗରିକତା (ସଂଶୋଧନ) ନିୟମ, ୨୦୨୪ର ପ୍ରମୁଖ ବୈଶିଷ୍ଟ୍ୟଗୁଡିକ ଉପରେ ଆଲୋକପାତ କରିଥିଲେ।

ଲୋକସଭା ନିର୍ବାଚନ ଆରମ୍ଭ ହେବାର ସପ୍ତାହେ ପୂର୍ବରୁ ମାର୍ଚ୍ଚ ୧୧ ରେ ନାଗରିକତ୍ୱ (ସଂଶୋଧନ) ଆଇନ କେନ୍ଦ୍ର ସରକାର ଲାଗୁ କରିଥିଲେ। ଭାରତୀୟ ନାଗରିକତ୍ୱ ପାଇଁ ଯୋଗ୍ୟ ବ୍ୟକ୍ତିଙ୍କ ଆବେଦନ ଗ୍ରହଣ କରିବାକୁ ସିଏଏ ନିୟମ ଜିଲା ସ୍ତରୀୟ କମିଟି (DLC) କୁ ଅନୁମତି ପ୍ରଦାନ କରେ। ନାଗରିକତ୍ୱ ପ୍ରଦାନ ପୂର୍ବରୁ ଆବେଦନଗୁଡିକ ଯାଞ୍ଚ କରିବାକୁ ସେମାନେ ରାଜ୍ୟ ସ୍ତରୀୟ ସଶକ୍ତ କମିଟିକୁ ମଧ୍ୟ ଅଧିକ ସଶକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri