ଇଚ୍ଛା ବିରୋଧରେ କାହାକୁୁ ଦିଆଯିବନାହିଁ କରୋନା ଟିକା: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭ ।୧: କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି କି କୌଣସି ବ୍ୟକ୍ତିଙ୍କ ଇଚ୍ଛା ବିରୋଧରେ ତାଙ୍କୁ କରୋନା ଟିକା ଦିଆଯାଇ ପାରିବ ନାହିଁ । ଭିନ୍ନକ୍ଷମମାନଙ୍କ ଟିକାକରଣ ପ୍ରମାଣପତ୍ରକୁ ନେଇ କେନ୍ଦ୍ର ଏହା କହିଛି । ଆହୁରି ମଧ୍ୟ କେନ୍ଦ୍ର ସରକାର କହିଛନ୍ତି ଟିକା ପ୍ରମାଣପତ୍ର ବହନକରିବା ବାଧ୍ୟତାମୂଳକ ବୋଲି କୌଣସି ଏସ୍‌ଓପି ଜାରି କରାଯାଇ ନାହିଁ । ଏନଜିଓ ଇଭାରା ଫାଉଣ୍ଡେଶନ ଦ୍ୱାରା ଦାଖଲ କରାଯାଇଥିବା ଆବେଦନର ଜବାବରେ କେନ୍ଦ୍ର ଏହା କହିଛି । ଆବେଦନରେ ଭିନ୍ନକ୍ଷମଙ୍କୁ ଘରଘର ବୁଲି ଟିକାକରଣ କରାଯିବାକୁ ଅନୁରୋଧ କରାଯାଇଥିଲା । ତେବେ କେନ୍ଦ୍ର ସରକାର ଓ ସ୍ୱାସ୍ଥ୍ୟ ମନ୍ତଣାଳୟ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀରେ, ବ୍ୟକ୍ତିଙ୍କ ସହମତି ବିନା ଟିକାକରଣ କରାଯାଇ ପାରିବ ନାହିଁ ବୋଲି କୁହାଯାଇଛି । ଯଦିଓ ଏହା ଜନସାଧାରଣଙ୍କ ହିତ ପାଇଁ ଉଦ୍ଦିଷ୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ନୃତ୍ୟଶିଳ୍ପୀ ଦେବୁଙ୍କ ପରଲୋକ

ମୁମ୍ବାଇ,୧୦।୧୨: କଥକ ଏବଂ କଥକଲୀକୁୁ ମିଶାଇ ଏକ ନୂତନ ନୃତ୍ୟ ସୃଷ୍ଟି କରିଥିବା ପ୍ରସିଦ୍ଧ ନୃତ୍ୟଶିଳ୍ପୀ ଓସ୍ତାଦ ଦେବୁଙ୍କର ଦେହାନ୍ତ ହୋଇଛି। ଗୁରୁବାର ସକାଳେ ମୁମ୍ବାଇରେ...

ଫେରିବ ସାଧାରଣ ଶ୍ରେଣୀ ଯାତ୍ରୀ ସେବା

ନୂଆଦିଲ୍ଲୀ,୧।୩: କୋଭିଡ୍‌ ମହାମାରୀ ଯୋଗୁ ଦୀର୍ଘ ଦିନ ହେଲା ବନ୍ଦ ରହିଥିବା ସାଧାରଣ ଶ୍ରେଣୀ ଯାତ୍ରୀସେବା ଆରମ୍ଭ କରିବା ନେଇ ରେଲଓ୍ବେ ପକ୍ଷରୁ ଘୋଷଣା କରାଯାଇଛି।...

ନିର୍ବାଚନ ସମୟରେ ହୃଦ୍‌ଘାତରେ ଭୋଟରଙ୍କ ମୃତ୍ୟୁ

ସାହିବଗଞ୍ଜ,୨୦।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ସାହିବଗଞ୍ଜ ଜିଲାର ବୋରିଓଠାରେ...

୫ ବିଲିୟନ ଡଲାର ପ୍ରତିରକ୍ଷା ରପ୍ତାନି ଲକ୍ଷ୍ୟ

ଲକ୍ଷ୍ନୌ,୬ା୨(ପି.ଟି.): ଆଗାମୀ ୫ ବର୍ଷରେ ପ୍ରତିରକ୍ଷା ରପ୍ତାନି ୫ ବିଲିୟନ ଡଲାର (ପାଖାପାଖି ୩୫ ହଜାର କୋଟି ଟଙ୍କା)ରେ ପହଞ୍ଚାଇବା ପାଇଁ ଭାରତ ଲକ୍ଷ୍ୟ ରଖିଥିବା...

ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ

ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ...

ପ୍ଲାଜମା ଥେରାପି ପାଇଁ ମାକ୍ସ ହସ୍ପିଟାଲ ସ୍ଥାନାନ୍ତର ହେଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ବେଳକୁ ବେଳ ଖରାପ ହେବାରେ ଲାଗିଛି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା। ଶୁକ୍ରବାର ସେ ଅକ୍ସିଜେନ ସପୋର୍ଟରେ ଥିବା ବେଳେ ଏବେ ତାଙ୍କର...

ଥରକରେ ୧୦୦ ଜଣଙ୍କୁ ଦିଆଯିବ କରୋନା ଟିକା: ଜଣଙ୍କ ପାଇଁ ଅଧାଘଣ୍ଟା

ନୂଆଦିଲ୍ଲୀ,୮।୧୨: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଖୁବ୍‌ ଶୀଘ୍ର ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜରୁରିକାଳୀନ ସ୍ଥିତିରେ ଭାରତରେ କରୋନା ଟିକା ଦିଆଯିବା...

ଅଭିନେତ୍ରୀ ମଲାଇକା ଆରୋରା କରୋନା ଆକ୍ରାନ୍ତ

ମୁମ୍ବାଇ, ୬।୯: ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ପରେ ରବିବାର ହିଁ ଅଭିନେତ୍ରୀ ମଲାଇକା ଆରୋରାଙ୍କର ମଧ୍ୟ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମଲାଇକା...

Advertisement
Archives

Model This Week