ଲଞ୍ଚ ହେଲା ‘ଭାରତ ଅଟା’: କିଲୋ ମାତ୍ର ୨୭ ଟଙ୍କା ୫୦ ପଇସାରେ ଅଟା ବିକିବେ ସରକାର

ନୂଆଦିଲ୍ଲୀ,୬।୧୧: ଦୀପାବଳି ପୂର୍ବରୁ ବଢୁଥିବା ଦରଦାମ୍ ମଧ୍ୟରେ ଉପଭୋକ୍ତା ମାନଙ୍କ ପାଇଁ ବଡ଼ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର। ସୋମବାର ଠାରୁ ରିହାତି ଦରରେ ଅଟା ବିକିବା ଆରମ୍ଭ ହୋଇଛି। ଏହି ଅଟା ଦେଶ ବିଭିନ୍ନ ସ୍ଥାନରେ ଗହମ ଠାରୁ ମଧ୍ୟ କମ୍ ଦାମରେ ମିଳିବ। ଏହା ପ୍ରଭାବରେ ଦେଶର ଅଟା ମୂଲ୍ୟରେ ମଧ୍ୟ ହ୍ରାସ ପାଇବ।

ଗ୍ରାହକଙ୍କୁ ମହଙ୍ଗା ମାଡରୁ ଆଶ୍ବସ୍ତି ଦେବା ପାଇଁ କେନ୍ଦ୍ର ସରକାର ଆଜିଠାରୁ ରିହାତି ମୂଲ୍ୟରେ ଅଟା ବିକ୍ରି ଆରମ୍ଭ କରିଛନ୍ତି। ସରକାର କେଜି ପିଛା ୨୭ ଟଙ୍କା ୫୦ ପଇସା ରିହାତି ମୂଲ୍ୟରେ ମଇଦା ବିକ୍ରି କରିବା ଆରମ୍ଭ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପିୟୁଷ ଗୋୟେଲ ସୋମବାର ଏହି ଯୋଜନା ଲଞ୍ଚ କରିଛନ୍ତି ।

ଏହି ଅଟା ‘ଭାରତ ଅଟା’ ନାମରେ ବିକ୍ରି ହେବ। ଏହାକୁ ନାଫେଡ଼ ଏବଂ ଏନସିସିଏଫ, ମଦର ଡାଏରୀର ଆଉଟଲେଟ, କେନ୍ଦ୍ରୀୟ ଭଣ୍ଡାର ଏବଂ ଅନ୍ୟାନ୍ୟ ସହଯୋଗୀ ଏଜେନ୍ସି ମାନଙ୍କ ଦ୍ୱାରା ବିକ୍ରି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?