Posted inଜାତୀୟ

ବଦଳିବ ରାଜପଥର ନାମ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୯: ବଦଳିବ ରାଷ୍ଟ୍ରପତି ଭବନରୁ ଇଣ୍ଡିଆ ଗେଟ୍‌ ପର୍ଯ୍ୟନ୍ତ ଲମ୍ବିଥିବା ରାଜପଥ ଏବଂ ସେଣ୍ଟ୍ରାଲ ଭିଷ୍ଟା ଲନ୍‌ର ନାମ। ଏହାର ନାମ ପରିବର୍ତ୍ତନ କରାଯାଇ ‘କର୍ତ୍ତବ୍ୟ ପଥ’ ରଖାଯିବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ନୂଆଦିଲ୍ଲୀ ନଗରପାଳିକା ପରିଷଦ (ଏନ୍‌ଡିଏମ୍‌ସି) ଆସନ୍ତା ୭ ତାରିଖରେ ଏକ ସ୍ବତନ୍ତ୍ର ବୈଠକ ଡାକିଛି। ଏଥିରେ ରାଜପଥ ଓ ସେଣ୍ଟ୍ରାଲ ଭିଷ୍ଟା ଲନ୍‌ର ନାଁ ‘କର୍ତ୍ତବ୍ୟ ପଥ’ ରଖିବା ପାଇଁ ପ୍ରସ୍ତାବ ଆଗତ କରାଯାଇ ଏହାକୁ ପାରିତ କରାଯିବ ବୋଲି ଜଣାପଡିଛି। ଇଣ୍ଡିଆ ଗେଟ୍‌ରେ ଥିବା ନେଟାଜୀ ପ୍ରତିମୂର୍ତ୍ତିଠାରୁ ଆରମ୍ଭ କରି ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ରାସ୍ତା ଏବଂ ଅଞ୍ଚଳ ଏହି ନୂତନ ନାମରେ ପରିଚିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ଦଳର ବରିଷ୍ଠ ନେତା କରୁଛନ୍ତି ଘନଘନ ବୈଠକ

ପାଟ୍‌ନା,୩୦ା୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ବିଧାନସଭା ପରିଷଦରୁ ଇସ୍ତଫା ଦେବାର ସମ୍ଭାବନାକୁ ନେଇ ସୋମବାର ରାଜନୈତିକ ବାତାବରଣ ବେଶ୍‌ ସରଗରମ ରହିଛି। ଦଳର ବରିଷ୍ଠ…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri