ବଦଳିଲା କୋଭିଡ ସଂକ୍ରମିତଙ୍କ ଡିସଚାର୍ଜ ପଲିସି

ନୂଆଦିଲ୍ଲୀ,୧୩ ।୧: କେନ୍ଦ୍ର ସରକାର କୋଭିଡ ସଂକ୍ରମିତଙ୍କ ଡିସଚାର୍ଜ ପଲିସିରେ ପରିବର୍ତ୍ତନ କରିଛନ୍ତି । ନୂଆ ନିର୍ଦ୍ଦେଶ ଅନୁଯାୟୀ, କରୋନାର ସାମାନ୍ୟ ଓ ମଧ୍ୟମ ଲକ୍ଷଣ ଥିବା ରୋଗୀଙ୍କର ରିପୋର୍ଟ ପଜିଟିଭ ଆସିବା କରେ ଅତିକମ୍‌ରେ ସାତ ଦିନ କିମ୍ବା ଲଗାତାର ଭାବେ ୩ ଦିନ ପର୍ଯ୍ୟନ୍ତ ଜ୍ୱର ନ ଆସିଲେ ସେମାନଙ୍କୁ ହସ୍ପିଟାଲରୁ ଛୁଟି ମିଳିଯିବ । ତେବେ ହସ୍ପିଟାଲରୁ ଡିସଚାର୍ଜ ସମୟରେ କୌଣସି ଟେଷ୍ଟର ଆବଶ୍ୟକତା ନାହିଁ । ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବୁଧବାର ହୋଇଥିବା ସମିକ୍ଷା ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି ।
ସ୍ୱାସ୍ଥ୍ୟ ସଚିବ ଲଭ ଅଗ୍ରୱାଲ ଏକ ପ୍ରେସ୍ କନଫରେନ୍ସରେ କହିଛନ୍ତି, ମଧ୍ୟମ ଶ୍ରେଣୀର ରୋଗୀ, ବିନା ଅକ୍ସିଜେନ ସପୋର୍ଟରେ ୩ ଦିନ ପର୍ଯ୍ୟନ୍ତ ୯୩ ପ୍ରତିଶତରୁ ଅଧିକ ସାଚ୍ୟୁରେଶନ ଥିବା ରୋଗୀଙ୍କୁ ବିନା ଟେଷ୍ଟରେ କେବଳ ଡାକ୍ତରଙ୍କ ସୁପାରିଶ ଅନୁଯାୟୀ ଛୁଟି ଦିଆଯାଇ ପାରିବ । ଏହାସହ ଯେଉଁମାନେ ଲଗାତାର ଅକ୍ସିଜେନ ଥେରାପିରେ ରହିଛନ୍ତି,ସେମାନଙ୍କଠାରେ ସାମାନ୍ୟ ଲକ୍ଷଣ ହୋଇଯିବା ପରେ ଅକ୍ସିଜେନ ସପୋର୍ଟ ବିନା ଲଗାତାର ୩ ଦିନ ପର୍ଯ୍ୟନ୍ତ ନିର୍ଦ୍ଧାରିତ ଅକ୍ସିଜେନ ଲେବଲକୁ ଦେଖି ଛୁଟି ଦିଆଯିବ । ହେଲେ ଅଧିକ ସଂକ୍ରମିତ ରୋଗୀଙ୍କର ଡିସଚାର୍ଜ ପଲିସି କ୍ଲିନିକାଲ ରିକଭରୀ ଉପରେ ନିର୍ଭର କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri