ପିଆଜ ଦରର ଲଗାମ କଷିବାକୁ ସରକାର ନେଲେ ବଡ ପଦକ୍ଷେପ…

ନୂଆଦିଲ୍ଲୀ,୧୧।୮: ଟମାଟୋ ପରେ ଏବେ ପିଆଜ ଦର ହୁ ହୁ ହୋଇ ବଢିବାରେ ଲାଗିଛି। ତେବେ ପିଆଜ ଦରକୁ ନିୟନ୍ତ୍ରଣରେ ରଖିବା ପାଇଁ ଉପଭୋକ୍ତା ବ୍ୟାପାର ବିଭାଗ ୩ ଲକ୍ଷ ମେଟ୍ରିକ ଟନ୍‌ ପିଆଜକୁ ବଫର ଷ୍ଟକ ଜାରି କରିବାକୁ ନିଷ୍ପତ୍ତି ନେଇଛି।

ସରକାରଙ୍କ ଅନୁଯାୟୀ, ବିଭାଗର ସଚିବ ରୋହିତ କୁମାର ସିଂ ଅଗଷ୍ଟ ୧୦ରେ ନାଫେଡ ଏବଂ ଏନସିସିଏଫର ପରିଚାଳନା ନିର୍ଦ୍ଦେଶକଙ୍କ ସହ ଏକ ବୈଠକ କରିଥିଲେ। ବୈଠକ ମାଧ୍ୟମରେ ନିଷ୍ପତ୍ତି ନେଇଥିଲେ କି ଏହି ଦୁଇଟି କମ୍ପାନୀ ଦ୍ୱାରା ପିଆଜ ବଜାରକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ…

ଡେବ୍ୟୁ କରିବା ମାତ୍ରେ ଭାରତୀୟ କ୍ରିକେଟ ଇତିହାସ ବଦଳାଇଦେବେ ବୈଭବ ସୂର୍ଯ୍ୟବଂଶୀ: ଭାଙ୍ଗିବେ ୫ ମହାରେକର୍ଡ

ନୂଆଦିଲ୍ଲୀ,୨୬।୬:ଭାରତୀୟ କ୍ରିକେଟ ଦଳର ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ସେ ଆୟରଲାଣ୍ଡ ବିପକ୍ଷରେ ଆଗାମୀ ଟି-୨୦ ସିରିଜ ପାଇଁ ବରିଷ୍ଠ ଭାରତୀୟ…

ଭେନେଜୁଏଲା ଭୂମିକମ୍ପର ଭାରତ ଉପରେ କି ପ୍ରଭାବ ପଡ଼ିବ? ଅଶୋଧିତ ତୈଳ ଯୋଗାଣ ପାଇଁ ଦେଖାଦେଲାଣି ସଙ୍କଟ

କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…

ହର୍ମୁଜରେ ପୁଣି ଆକ୍ରମଣ, ଜାହାଜକୁ ଟାର୍ଗେଟ କଲା ଇରାନ, ଜାଣନ୍ତୁ କେଉଁ ଜାହାଜ ଉପରେ ହୋଇଛି ଆକ୍ରମଣ

ତେହରାନ,୨୬।୬: ଶାନ୍ତି ଚୁକ୍ତିନାମା ପରେ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଛି। ଇରାନ ଏକ ଜାହାଜକୁ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଏହା…

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri