Posted inଜାତୀୟ

ଶ୍ରୀଲଙ୍କା ସଙ୍କଟ: ସନ୍ଧ୍ୟାରେ ବସିବ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୯।୭: ଶ୍ରୀଲଙ୍କାରେ ଦେଖାଯାଇଥିବା ଅର୍ଥନୈତିକ ଓ ରାଜନୈତିକ ସଙ୍କଟ ଉପରେ ଆଲୋଚନା ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଯୋଗଦେଇ ସବୁଦଳର ନେତାମାନଙ୍କୁ ଶ୍ରୀଲଙ୍କା ସ୍ଥିତି ଓ ଭାରତ ପକ୍ଷରୁ ଗ୍ରହଣ କରାଯାଇଥିବା ଆଭିମୁଖ୍ୟ ସମ୍ପର୍କରେ ବିଶେଷ ସୂଚନା ଦେବେ ବୋଲି ଜଣାପଡ଼ିଛି।
ପଡ଼ୋଶୀ ଦେଶର ଏହି ସଙ୍କଟ ସମୟରେ ଭାରତ ହସ୍ତକ୍ଷେପ କରିବା ଉଚିତ୍‌ ହେବ ବୋଲି
ମୌସୁମୀ ଅଧିବେଶନ ପୂର୍ବରୁ ଆୟୋଜିତ ସର୍ବଦଳୀୟ ବୈଠକରେ ତାମିଲନାଡୁର ଡିଏମ୍‌ଏକ ଏବଂ ଏଆଇଏଡିଏମ୍‌ଏକ ପକ୍ଷରୁ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri