Posted inଜାତୀୟ

ବିଭ୍ରାନ୍ତିକର ବିଜ୍ଞାପନ ବିରୋଧରେ ବିଜ୍ଞାପନଦାତା, ପ୍ରସାରଣକାରୀଙ୍କୁ ଚେତାବନୀ ଦେଲା କେନ୍ଦ୍ର

ନୂଆଦିଲ୍ଲୀ,୧ ।୯: ଟେଲିଭିଜନ ଓ ସୋସିଆଲ ମିଡିଆର ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ କଠୋର ହୋଇଛନ୍ତି ସରକାର । ଉପଭୋକ୍ତା ମାମଲା, ଖାଦ୍ୟ ଓ ସାର୍ବଜନିକ ବିତରଣ ମନ୍ତ୍ରଣାଳୟ ବୁଧବାର ବିଜ୍ଞାପନ ଏଜେନ୍ସିକୁ ସରୋଗେଟ ବିଜ୍ଞାପନ ଉପରେ ନିର୍ଦ୍ଦେଶାବଳୀକୁ କଡାକଡି ପାଳନ କରିବାକୁ ବିଜ୍ଞାପନ ଏଜେନ୍ସିକୁ ନିର୍ଦ୍ଦେଶ ଦେଇଛି ।
ଉପଭୋକ୍ତା ମାମଲା ମନ୍ତ୍ରଣାଳୟ ଆଡଭର୍ଟାଇଜିଂ ଆସୋସିଏଶନ ଅଫ ଇଣ୍ଡିଆ, ଇଣ୍ଡିଆନ ବ୍ରଡକାଷ୍ଟିଂ ପାଉଣ୍ଡୋନ, କଣ୍ଟେଣ୍ଟ କମ୍ପଲେସ କାଉନସିଲ, ନ୍ୟୁଜ ବ୍ରହକାଷ୍ଟର ଆଣ୍ଡ ଡିଜିଟାଲ ଆସୋସିଏଶନ, ଆଡଭର୍ଟାଇଜିଂ ଷ୍ଟାଣ୍ଡାର୍ଡ କାଉନସିଲ ଅଫ ଇଣ୍ଡିଆ, ପିଏଚଡି ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରୀ, ଫେଡେରେଶନ ଅଫ ଇଣ୍ଡିଆନ ଚ୍ୟାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି, କନଫେଡେରେଶନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ), ଭାରତୀୟ ବାଣିଜ୍ୟ ଏବଂ ଉଦ୍ଦ୍ୟୋଗ ମଣ୍ଡଳ(ଏସୋଚ୍ୟାମ), ଇଣ୍ଟର ନ୍ୟାଶନାଲ ସ୍ପିରିଟ୍ସ ଆଣ୍ଡ ୱାଇନ ଆସୋସିଏଶନ ଅଫ ଇଣ୍ଡିଆ ଓ ଇଣ୍ଡିଆନ ସୋସାଇଟି ଅଫ ଆଡଭର୍ଟାଇଜର୍ସକୁ ବିଭ୍ରାନ୍ତିକର ବିଜ୍ଞାପନ ରୋକିବା ଓ ଭ୍ରାମକ ବିଜ୍ଞାପନର ସମର୍ଥନ ନକରିବା ପାଇଁ ବିଶେଷ ଭାବେ ସରୋଗଟେ ବିଜ୍ଞାପନ ସମ୍ପନ୍ଧିତ ନିୟମାବଳୀକୁ କଡାକଡି ପାଳନ କରିବା ନିଶ୍ଚିତ କରିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୫।୭: ଜମ୍ମୁ-କଶ୍ମୀରର ସୋପିଆନ ଅଞ୍ଚଳରେ ଶୁକ୍ରବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର...

ଦୋଷୀଙ୍କୁ ଦିନରେ ୫ ଥର ନମାଜ ପାଠ କରିବାକୁ ଦଣ୍ଡାଦେଶ କଲେ କୋର୍ଟ…

ମୁମ୍ବାଇ,୧।୩ : ମହାରାଷ୍ଟ୍ରର ନାଶିକ ଜିଲା କୋର୍ଟର ଏକ ନିଆରା ନିଷ୍ପତ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣ ପାଇଁ ଜଣେ ବ୍ୟକ୍ତିଙ୍କୁ ଜେଲକୁ ପଠାଇବା...

ନିର୍ବାଚନ ପୂର୍ବରୁ କୃଷକଙ୍କୁ ବଡ଼ ଉପହାର

ନୂଆଦିଲ୍ଲୀ,୨୪।୧୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ସରକାର କୃଷକଙ୍କ ଏକ ବଡ଼ ଉପହାର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଶୁକ୍ରବାର ଚାଷୀଙ୍କ ପାଇଁ...

ଗୋଟିଏ ପରିବାରର ୯ ସଦସ୍ୟ ମୃତ୍ୟୁ ମାମଲାରେ ଚାଞ୍ଚଲ୍ୟକର ଖୁଲାସା

ପୁଣେ,୨୮।୬: ମହାରାଷ୍ଟ୍ରର ସାଙ୍ଗଲି ଜିଲାରେ ଗୋଟିଏ ପରିବାରର ୯ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣାର ତଦନ୍ତରୁ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ପରିବାର ଲୋକ ଆତ୍ମହତ୍ୟା କରି...

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ...

ଏହି ଦୁଇ ମହିଳା ପୋଲିସଙ୍କୁ ଦେଶ କରୁଛି ସଲାମ

ଗୁଆହାଟୀ,୧୨।୧୧: ଏବେ ଆସାମର ଦୁଇଜଣ ମହିଳା ପୋଲିସ କନ୍‌ଷ୍ଟେବଳଙ୍କ ଫଟୋ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଫଟୋରେ ଦୁଇ ମହିଳା ହାତରେ କୁନି ଶିଶୁଙ୍କୁ...

ବିଦେଶୀ ସଂଖ୍ୟାଲଘୁଙ୍କୁ ନାଗରିକତ୍ୱ ପ୍ରଦାନ ଲାଗି ୩୧ ଜିଲାପାଳଙ୍କୁ କ୍ଷମତା

ନୂଆଦିଲ୍ଲୀ,୮।୨(ପି.ଟି.): ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶର ସଂଖ୍ୟାଲଘୁ (ହିନ୍ଦୁ, ଶିଖ୍‌, ଜୈନ, ବୌଦ୍ଧ, ପାର୍ସି ଏବଂ ଖ୍ରୀଷ୍ଟିଆନ) ସମ୍ପ୍ରଦାୟର ଲୋକଙ୍କୁ ନାଗରିକତ୍ୱ ଆଇନ ଅନୁଯାୟୀ ଭାରତର...

ମହାରାଷ୍ଟ୍ରରେ ବଢି ଚାଲିଛି କରୋନା ସଂକ୍ରମଣ: ବିଦର୍ଭରେ ଫେବୃୟାରୀରେ ସଂକ୍ରମିତଙ୍କ ସଂଖ୍ୟା ୪୬ ହଜାରରୁ ଅଧିକ

ମୁମ୍ବାଇ,୧ ।୩: ମହାରାଷ୍ଟ୍ରରେ ପୁଣିଥରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । କିଛିଦିନ ତଳେ ସାରା ଦେଶରେ ସଂକ୍ରମଣ ସଂଖ୍ୟା କମ୍ ହୋଇଥିବା ବେଳେ ହଠାତ୍...

Advertisement
Archives

Model This Week