ବ୍ରହ୍ମପୁର ଆଇଟିଆଇକୁ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ପ୍ରଶଂସାପତ୍ର

ବ୍ରହ୍ମପୁର ଅଫିସ,୮ା୭- କୋଭିଡ୍‌-୧୯ର ମୁକାବିଲା ନେଇ ୟୁଭିସି ସୋଲ ସାନିଟାଇଜର, ୟୁଭିସି ସାନିଟାଇଜର ନିର୍ମାଣ ପାଇଁ ବ୍ରହ୍ମପୁର ଆଇଟିଆଇକୁ ଭାରତ ସରକାରଙ୍କ ଦକ୍ଷତା ବିକାଶ ବିଭାଗ ମନ୍ତ୍ରୀ ମହେନ୍ଦ୍ର ନାଥ ପାଣ୍ଡେ ପ୍ରଶଂସାପତ୍ର ଦେଇଛନ୍ତି। ମହାମାରୀ ସମୟରେ କରୋନା ଯୋଦ୍ଧାଙ୍କ ସୁରକ୍ଷା ପାଇଁ ଅତି ସ୍ବଳ୍ପ ମୂଲ୍ୟରେ ଆଇଟିଆଇ ଉପରୋକ୍ତ ଦୁଇ ଉପକରଣ ପ୍ରସ୍ତୁତ କରିଥିବାରୁ ସେ ଅନୁଷ୍ଠାନର ସମ୍ପୂର୍ଣ୍ଣ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି। ବ୍ରହ୍ମପୁର ଆଇଟିଆଇର ଏହି ପ୍ରଣାଳୀ ସାରା ଦେଶରେ ହଜାର ହଜାର ଉଦ୍ୟୋକ୍ତା ସୃଷ୍ଟି କରିପାରିବ। ଏହାର ପ୍ରଣାଳୀ ଭାରତ ସରକାରଙ୍କ ଆମତ୍ନିର୍ଭର ଭାରତ ଅଭିଯାନକୁ ନିଶ୍ଚୟ ସଫଳ ରୂପାୟନ ଦେବ ବୋଲି ମନ୍ତ୍ରୀ ଟୁଇଟରରେ ଦର୍ଶାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମନ୍‌କୀ ବାତ ଟୁଇଟ୍‌ ଜରିଆରେ ବ୍ରହ୍ମପୁର ଆଇଟିଆଇକୁ ପ୍ରଶଂସା କରିଛନ୍ତି। ସୂଚନାଯୋଗ୍ୟ, କୋଭିଡ୍‌-୧୯ ମହାମାରୀ ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ସାନିଟାଇଜର, ମାସ୍କ, ଫେସ୍‌ ସିଲ, ଏରୋସଲ ବକ୍ସ, ପ୍ରଟେକ୍ଟ ଗାର୍ଡ, ପେଡେଲ ଓ ଅଟୋମେଟିକ ହ୍ୟାଣ୍ଡ ସାନିଟାଇଜର, କେଭିଡ୍‌ ସାମ୍ପୁଲ କଲେକ୍ସନ କିଓସ୍କୋ, ୟୁଭିସି ସୋଲ ସାନିଟାଇଜର, ୟୁଭିସି ସାନିଟାଇଜର ପ୍ରସ୍ତୁତ କରିବା ସହ ବିଭିନ୍ନ ମେଡିକାଲ, ପୋଲିସ, ସ୍ବେଚ୍ଛାସେବୀ ପ୍ରମୁଖ କୋରୋନା ଯୋଦ୍ଧାଙ୍କୁ ପ୍ରଦାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?