Posted inଜାତୀୟ

NEETକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପୁନର୍ବାର ହେବନାହିଁ ପରୀକ୍ଷା

ନୂଆଦିଲ୍ଲୀ, ୫।୭: ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ନିଟ୍‌ ମାମଲାରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରି କେନ୍ଦ୍ର କହିଛି ଯେ, ନିଟ୍‌ ଅନୀୟମିତତାକୁ ନେଇ ହୋଇଥିବା ତଦନ୍ତରେ ସେମିତି କିଛି ପ୍ରମାଣ ମିଳିନାହିଁ । ତେଣୁ ଆଉଥରେ ନିଟ୍‌ ଟେଷ୍ଟ କରିବା ଆବଶ୍ୟକ ନାହିଁ । ଏହା ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଉପରେ ପ୍ରଭାବ ପକାଇବ ।

ଅନ୍ୟପଟେ, ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଦୁଇଟି ସିଫ୍ଟରେ ଏହି ପରୀକ୍ଷା ହେବ ବୋଲି ଏଜେନ୍ସି ପକ୍ଷରୁ କୁହାଯାଇଛି। ତେବେ ଜୁନ୍ ୨୩ ପାଇଁ ଧାର୍ଯ୍ୟ ହୋଇଥିବା NEET-PG ପରୀକ୍ଷା UG ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟ ସମେତ ଅନିୟମିତତା ହେତୁ ଧାଡିରେ ଆରମ୍ଭ ହେବାର କିଛି ଘଣ୍ଟା ପୂର୍ବରୁ ସ୍ଥଗିତ ରଖାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ସରକାର ଦେଶ ବିରୋଧୀଙ୍କ ବିରୋଦ୍ଧରେ ସ୍ପାଏୱାୟାର ବ୍ୟବହାର ଭୁଲ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯ା୪: ପେଗାସସ୍ ସ୍ପାଏୱାୟାର ମାମଲାରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ଯଦି ସରକାର ଦେଶ ବିରୋଧୀ ତତ୍ତ୍ୱଙ୍କ ବିରୁଦ୍ଧରେ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

Pahalgam Attack: ପୁଣି ଭାଇରାଲ ହେଲା ଆକ୍ରମଣର ଛାତିଥରା ଭିଡିଓ, ଦେଖିଲେ ଥରି ଉଠିବେ…

ନୂଆଦିଲ୍ଲୀ,୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମ ଅଞ୍ଚଳରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଏକ ଭୟଙ୍କର ଆତଙ୍କବାଦୀ ହମଲାରେ ୨୬ ଜଣ ପର୍ଯ୍ୟଟକଙ୍କ ଜୀବନ ହରାଇଥିବା...

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri