ଧନଶ୍ରୀଙ୍କୁ ସପୋର୍ଟ କରିବାକୁ ପହଞ୍ଚିଲେ ଚହଲ

ମୁମ୍ବାଇ: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ଡ୍ୟାନ୍ସ ରିଅଲିଟି ସୋ ‘ଝଲକ ଦିଖଲା ଜା’ର ସେଟରେ ଦେଖିବାକୁ ମିଳିଛି। ସେ ତାଙ୍କ ପତ୍ନୀ ଧନଶ୍ରୀ ବର୍ମାଙ୍କୁ ସମର୍ଥନ କରିବାକୁ ଏଠାକୁ ଆସିଥିଲେ। ଧନଶ୍ରୀ ମଧ୍ୟ ଏଥର ଶୋ’ରେ ଭାଗ ନେଉଛନ୍ତି। ଏହି ଶୋ’ରେ ତାଙ୍କୁ ଏକ ୱାଇଲ୍ଡ କାର୍ଡ ଏଣ୍ଟ୍ରି ମିଳିଛି।

ଧନଶ୍ରୀ ଜଣେ ଭଲ ଡ୍ୟାନ୍ସର। ସେ ଜଣେ କୋରିଓଗ୍ରାଫର୍‌। ସେ ପ୍ରାୟତଃ ସୋସିଆଲ ମିଡିଆରେ ନିଜର ଡ୍ୟାନ୍ସ ଭିଡିଓ ପୋଷ୍ଟ କରନ୍ତି। ଏହି କାରଣରୁ ତାଙ୍କୁ ଡ୍ୟାନ୍ସ ରିଅଲିଟି ସୋ ‘ଝଲକ ଦିଖଲା ଜା’କୁ ଡକାଯାଇଛି।
ଶୋ’ରେ ଧନଶ୍ରୀ ଅଂଶଗ୍ରହଣ କରୁଥିବା ଦେଖି ୟୁଜବେନ୍ଦ୍ର ଚହଲ ମଧ୍ୟ ସମୟ ବାହାର କରି ଶୋ’କୁ ଯିବାକୁ ନିଷ୍ପତ୍ତି ନେଇଥିଲେ। ଶୋ’ର ସୋସିଆଲ ମିଡିଆ ଆକାଉଣ୍ଟରୁ ଚହଲଙ୍କ ପାଇଁ ଏକ ସ୍ବତନ୍ତ୍ର ପୋଷ୍ଟ ମଧ୍ୟ କରାଯାଇଥିଲା। ଶେୟାର ହୋଇଥିବା ଭିଡିଓରେ ଧନଶ୍ରୀ ମଞ୍ଚରେ ନାଚୁଥିବା ନଜର ଆସିଛନ୍ତି। ତାଙ୍କର ସହଯୋଗୀ ଅଂଶଗ୍ରହଣକାରୀମାନେ ଟେଷ୍ଟ ଜର୍ସିରେ ନାଚୁଥିବାର ନଜର ଆସିଛନ୍ତି। ଏହି ସମୟରେ ଚହଲ ମଧ୍ୟ ବହୁତ ଉତ୍ସାହିତ ଥିବା ଓ ହସୁଥିବାର ନଜର ଆସିଛନ୍ତି। ଭିଡିଓରେ ଚହଲ ଏବଂ ଧନଶ୍ରୀଙ୍କ ମଧ୍ୟରେ ମଜାଦାର କେମେଷ୍ଟ୍ରି ମଧ୍ୟ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri