Posted inଖେଳ

ବିପକ୍ଷ ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟ୍‌ ଛଡାଇଲେ ଚହଲ, ତା’ପରେ ଘଟିଲା ଏମିତି: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୦।୪: ଆଇପିଏଲ ୨୦୨୪ର ୨୪ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଅଭ୍ୟାସ ସେଶନର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ୟୁଜବେନ୍ଦ୍ର ଚହଲ ଜିଟି ପ୍ଲେୟାର ସହିତ ଅଜବ କାର୍ଯ୍ୟ କରୁଥିବା ଦେଖାଯାଉଛି। ଏହା ପରେ ଜିଟି ପ୍ଲେୟାର ୟୁଜବେନ୍ଦ୍ରଙ୍କ କେଶ ଧରିଥିଲେ।
ଭିଡିଓରେ ଦେଖାଯାଏ ମୋହିତ ଶର୍ମା, ସନ୍ଦୀପ ଶର୍ମା ଏବଂ ରାହୁଲ ତେୱଟିଆ ନିଜ ମଧ୍ୟରେ କଥାବାର୍ତ୍ତା ହେଉଥିଲେ। ଏହା ପରେ ୟୁଜବେନ୍ଦ୍ର ଚହଲ ପ୍ରବେଶ କରନ୍ତ। ଚହଲ ପହଞ୍ଚିବା ମାତ୍ରେ ସେ ରାହୁଲଙ୍କ ବ୍ୟାଗ୍‌ରୁ ବ୍ୟାଟ ବାହାର କରି ବ୍ୟାଟିଂ ଅଭ୍ୟାସ କରିବା ଆରମ୍ଭ କରିଥିଲେ। ଏହି କାର୍ଯ୍ୟରେ ରାହୁଲ ବିରକ୍ତ ହୁଅନ୍ତି। ଏହା ପରେ ରାହୁଲ ଚହଲଙ୍କ କେଶ ଧରିଛନ୍ତି। ତା’ପରେ ସେଠାରେ ଥିବା ସମସ୍ତେ ହସିବା ଆରମ୍ଭ କରନ୍ତି।
ଏହା ଏକ ମଜାଦାର ଭିଡିଓ, ଯାହା ଗୁଜୁରାଟ ଟାଇଟାନ୍ସର ସୋସିଆଲ ମିଡିଆ ପେଜ୍‌ରେ ଶେୟାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: ୧୫ ଅଗଷ୍ଟରେ ହେବ… ଶୁଣିକି ସରକାର ଛାନିଆ

ନୂଆଦିଲ୍ଲୀ, ୧୧।୮: କକ୍ରୋଚ ଜନତା ପାର୍ଟି (ସିଜେପି.) NEET ପେପର୍‌ ଲିକ୍‌ ବିରୋଧୀ ଆନ୍ଦୋଳନର ସଫଳତାରୁ ପ୍ରେରଣା ପାଇ ଏକ ନୂତନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି।…

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri