Posted inUncategorized

ଛାଡପତ୍ର ଚର୍ଚ୍ଚା ମଧ୍ୟରେ ମଦ ନିଶାରେ ଟଳୁଛନ୍ତି ଚହଲ: ଭାଇରାଲ ହେଉଛି ଭିଡ

ନୂଆଦିଲ୍ଲୀ,୬।୧: ଟିମ ଇଣ୍ଡିଆର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଖୁବ୍‌ଶୀଘ୍ର ଛାଡପତ୍ର ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। କିନ୍ତୁ ଦୁହେଁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଥିବା ଚହଲଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି। ଚହଲ ମଦ୍ୟପାନ କରିଥିବା କୁହାଯାଉଛି।

ଚହଲ ନିକଟରେ ଇନଷ୍ଟାଗ୍ରାମରୁ ଧନଶ୍ରୀଙ୍କ ସହ ସମସ୍ତ ଫଟୋ ଡିଲିଟ କରିଥିଲେ। ଚହଲଙ୍କ ଏହି ପଦକ୍ଷେପ ପରେ ଛାଡପତ୍ର ଖବର ବ୍ୟାପିଥିଲା। ଏହି ସମୟରେ ୟୁଜିଙ୍କ ଏକ ଭିଡିଓ ସାମ୍ନାକୁ ଆସିଥିଲା। ସବୁବେଳେ ହସୁଥିବା ଚହଲ ଦୁଃଖୀ ଦେଖାଯାଉଥିଲେ। ଭାଇରାଲ ଭିଡିଓରେ ମଧ୍ୟ ସେ ଝୁଣ୍ଟି ପଡ଼ିଥିବାର ନଜର ଆସିଥିଲେ। ସେ ମଦ୍ୟପାନ କରିଥିବା ଦାବି ହେଉଛି।
ଚହଲ ଏବଂ ଧନଶ୍ରୀ ଡିସେମ୍ବର ୨୦୨୦ରେ ବିବାହ କରିଥିଲେ। କିନ୍ତୁ ବର୍ତ୍ତମାନ ସମ୍ପର୍କ ଖରାପ ହୋଇଯାଇଛି। ଉଭୟଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ମଧ୍ୟ ଏହାର ସାକ୍ଷ୍ୟ ଦେଉଛି। ଚହଲ ଧନଶ୍ରୀଙ୍କ ସହ ସମସ୍ତ ଫଟୋ ହଟାଇ ଦେଇଛନ୍ତି। ଏହା ସହିତ ଉଭୟ ପରସ୍ପରକୁ ଅନ୍‌ଫଲୋ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?