Posted inଖେଳ

ସୂର୍ଯ୍ୟକୁମାରଙ୍କ ହାତକୁ ଚୁମ୍ବନ ଦେଲେ ଚହଲ

ରାଜକୋଟ,୯।୧: ଶ୍ରୀଲଙ୍କା ବିପକ୍ଷ ସିରିଜ ଟି-୨୦ ସିରିଜ୍‌ ଜିତିବାରେ ସୁର୍ଯ୍ୟକୁମାର ଯାଦବ ଭାରତକୁ ସାହାଯ୍ୟ କରିଥିଲେ। ରାଜକୋଟରେ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି-୨୦ରେ ସେ ମାତ୍ର ୪୫ ବଲରେ ଏକ ଚମତ୍କାର ଶତକ ହାସଲ କରିଥିଲେ।
ମ୍ୟାଚ ପରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ସୂର୍ଯ୍ୟକୁମାର ଯାଦବ କମେଣ୍ଟେଟର ହର୍ଷ ଭୋଗଲେଙ୍କ କଥା ହେଉଥିବା ଦେଖାଯାଇଥିଲା। ହର୍ଷଙ୍କ ସହ କଥା ହେବା ପରେ ୟୁଜବେନ୍ଦ୍ର ଚହଲ ସୂର୍ଯ୍ୟକୁମାର ଯାଦବଙ୍କ ନିକଟକୁ ଆସି ତାଙ୍କ ହାତକୁ ଚୁମ୍ବନ ଦେଇଥିଲେ। ଏହି ସମୟର ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଶଂସକମାନେ ମଧ୍ୟ ଏହାକୁ ପସନ୍ଦ କରୁଛନ୍ତି।
ରାଜକୋଟରେ ଶ୍ରୀଲଙ୍କା ବିପକ୍ଷରେ ସୂର୍ଯ୍ୟକୁମାର ନିଜର ଭୟଙ୍କର ରୂପ ଦେଖାଇଥିଲେ। ସେ ୨୫ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହା ପରେ ସେ ପରବର୍ତ୍ତୀ ୧୯ ବଲରେ ନିଜର ଶତକ ପୂରଣ କରିଥିଲେ।

https://twitter.com/KuchNahiUkhada/status/1611933320090378245


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରୁ ଆସିଲା ସାଂଘତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…

ସମ୍ବଲପୁର, ୧୭।୭: ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ନିର୍ଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ...

ଭାରତ ତିଆରି କଲା ଏମିତି ବିନାଶକାରୀ ମିଶାଇଲ୍‌: ସାରା ବିଶ୍ୱ ଥରହର, ପଛରେ ରହିଗଲେ ଚାଇନା-ଆମେରିକା

ନୂଆଦିଲ୍ଲୀ,୧୭।୭: ଭାରତର ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ସମ୍ପ୍ରତି ବିକଶିତ ନୂତନ ଅସ୍ତ୍ର କେବଳ ବୈଷୟିକ ଦୃଷ୍ଟିକୋଣରୁ ନୁହେଁ ବରଂ ରଣନୈତିକ...

କଂଗ୍ରେସରେ ଫାଟ! ଓଡ଼ିଶା ବନ୍ଦବେଳେ ପଦାରେ ପଡ଼ିଲା ଗୋଷ୍ଠୀକନ୍ଦଳ

ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ...

କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ

ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l...

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...

FM କଲେଜ ଘଟଣା ପରେ ଗଣଶିକ୍ଷା ବିଭାଗର ବଡ଼ ନିର୍ଦ୍ଦେଶ, ଏବେ ସ୍କୁଲରେ…

ଭୁବନେଶ୍ୱର,୧୭।୭: ରାଜ୍ୟର ସମସ୍ତ ସରକାରୀ ସ୍କୁଲମାନଙ୍କରେ କଲେଜ ଭଳି ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି...

ସୌମ୍ୟାଶ୍ରୀ ବିଶି ପରିବାରକୁ ନ୍ୟାୟ ଦାବିରେ ଚକଅଖ ସବୁ ଠପ୍‌

ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri