Posted inଖେଳ

ସୂର୍ଯ୍ୟକୁମାରଙ୍କ ହାତକୁ ଚୁମ୍ବନ ଦେଲେ ଚହଲ

ରାଜକୋଟ,୯।୧: ଶ୍ରୀଲଙ୍କା ବିପକ୍ଷ ସିରିଜ ଟି-୨୦ ସିରିଜ୍‌ ଜିତିବାରେ ସୁର୍ଯ୍ୟକୁମାର ଯାଦବ ଭାରତକୁ ସାହାଯ୍ୟ କରିଥିଲେ। ରାଜକୋଟରେ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି-୨୦ରେ ସେ ମାତ୍ର ୪୫ ବଲରେ ଏକ ଚମତ୍କାର ଶତକ ହାସଲ କରିଥିଲେ।
ମ୍ୟାଚ ପରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ସୂର୍ଯ୍ୟକୁମାର ଯାଦବ କମେଣ୍ଟେଟର ହର୍ଷ ଭୋଗଲେଙ୍କ କଥା ହେଉଥିବା ଦେଖାଯାଇଥିଲା। ହର୍ଷଙ୍କ ସହ କଥା ହେବା ପରେ ୟୁଜବେନ୍ଦ୍ର ଚହଲ ସୂର୍ଯ୍ୟକୁମାର ଯାଦବଙ୍କ ନିକଟକୁ ଆସି ତାଙ୍କ ହାତକୁ ଚୁମ୍ବନ ଦେଇଥିଲେ। ଏହି ସମୟର ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଶଂସକମାନେ ମଧ୍ୟ ଏହାକୁ ପସନ୍ଦ କରୁଛନ୍ତି।
ରାଜକୋଟରେ ଶ୍ରୀଲଙ୍କା ବିପକ୍ଷରେ ସୂର୍ଯ୍ୟକୁମାର ନିଜର ଭୟଙ୍କର ରୂପ ଦେଖାଇଥିଲେ। ସେ ୨୫ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହା ପରେ ସେ ପରବର୍ତ୍ତୀ ୧୯ ବଲରେ ନିଜର ଶତକ ପୂରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୩୫ ମିଟର ଉଚ୍ଚ ସ୍ଥାନରେ ଗର୍ଲଫ୍ରେଣ୍ଡ୍‌ଙ୍କୁ କରିଥିଲେ ପ୍ରପୋଜ୍‌: ଆଜି ଟିମ୍‌ ଇଣ୍ଡିଆ ପାଇଁ ରଚିଲେ ଇତିହାସ

ଭାରତୀୟ ଓପନିଂ ବ୍ୟାଟ୍ସମ୍ୟାନ ମୟଙ୍କ ଅଗ୍ରୱାଲ ଟେଷ୍ଟ କ୍ରିକେଟରେ ନିଜର ପ୍ରଥମ ଦ୍ୱିଶତକ ହାସଲ କରିଛନ୍ତି। ଭାଇଜାଗରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର...

ତେନ୍ଦୁଲକର ଆଉଟ୍‌ ହେବା ପରେ ‘ଦେବଦାସ’ ଦେଖିବାକୁ ଚାଲି ଯାଇଥିଲେ ଏହି କ୍ରିକେଟରଙ୍କ ମା’ବାପା; ପୁଅଙ୍କ ଖେଳ ଦେଖି ନ ଥିଲେ

ନୂଆଦିଲ୍ଲୀ,୧୫।୯: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଖେଳାଯାଇଥିବା ନାଟଓ୍ବେଷ୍ଟ ଟ୍ରଫିକୁ ଆଜି ବି ଲୋକେ ମନେ ପକାନ୍ତି। ଭାରତୀୟ ଟିମ୍‌ ଅନେକ ଫାଇନାଲ ହାରିବା...

ଆଇପିଏଲ୍‌ରେ ୫୦୦ ଚୌକା ମାରିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ

ଆବୁଧାବି, ୨୨।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮ ଉଇକେଟ୍‌ରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି।...

ଦିଲ୍ଲୀ ଫ୍ରାଞ୍ଚାଇଜ୍‌ରେ ଯୋଗଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୮।୧୧(ପି.ଟି.)-ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଶୁକ୍ରବାର ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ତାଙ୍କ ବଦଳରେ ବାମହାତୀ ଜଗଦୀଶ ସୁଚିଥଙ୍କୁ କିଙ୍ଗ୍ସ ଏକାଦଶ...

ଷ୍ଟୋଇନିସଙ୍କ ବିବିଏଲ୍‌ ରେକର୍ଡ

ମେଲବୋର୍ନ, ୧୩।୧ (ପି.ଟି.)-ଅଷ୍ଟ୍ରେଲିଆର ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌) ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମାର୍କସ ଷ୍ଟୋଇନିସ ସଂଗ୍ରହ କରିଛନ୍ତି। ମେଲବୋର୍ନ...

ବୋଟାସ ଦ୍ରୁତତମ

ଇମୋଲା(ଇଟାଲୀ),୧୭ା୪(ଏପି)-ଇମିଲିଆ-ରେମାଗ୍ନା ଗ୍ରାଁ ପ୍ରି ପାଇଁ ଶୁକ୍ରବାର ଅନୁଷ୍ଠିତ ଦୁଇଟି ପ୍ରାକ୍ଟିସ ସେସନରେ ମର୍ସିଡିଜ୍‌ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ସିଜନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ...

‘ମୁଁ ଥିବା ଯାଇଁ ସଭିଙ୍କୁ ସମ୍ମାନ ମିଳିବ’

ମୁମ୍ବାଇ,୨୪ା୧୦ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟରେ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ସମ୍ପର୍କରେ ବିସିସିଆଇ ନୂଆ ସଭାପତି ସୌରଭ ଗାଙ୍ଗୁଲି ବୁଧବାର କହିଛନ୍ତି, ଦୁଇ ଥର...

ନକ୍‌ ଆଉଟରେ ନେଦରଲାଣ୍ଡ୍ସ, ସେନେଗାଲ

ଦୋହା, ୩୦।୧୧: ନେଦରଲାଣ୍ଡ୍ସ ଓ ସେନେଗାଲ ଚଳିତ ଫିଫା ବିଶ୍ୱକପର ନକ୍‌ଆଉଟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ‘ଏ’ରେ ମଙ୍ଗଳବାର ଅନୁଷ୍ଠିତ ୨ଟି ମ୍ୟାଚରେ ନେଦରଲାଣ୍ଡ୍ସ ୨-୦...

Advertisement
Archives

Model This Week