Posted inଖେଳ

ଧୋନୀଙ୍କ କଥା ମାନି ପ୍ରପୋଜ ସମୟ ବଦଳାଇଥିଲେ ଚହର

ଦୁବାଇ,୮।୧୦: ଆଇପିଏଲ ୨୦୨୧ର ୫୩ତମ ମ୍ୟାଚ ପରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ତାରକା ବୋଲର ଦୀପକ ଚହର ଷ୍ଟାଡିୟମରେ ତାଙ୍କ ଗର୍ଲଫ୍ରେଣ୍ଡ ଜୟା ଭରଦ୍ୱାଜଙ୍କୁ ପ୍ରପୋଜ ଦେଇଥିଲେ। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ ପରେ ଲାଜକୁଳା ଚହର ସମସ୍ତଙ୍କ ଆଗରେ ଆଣ୍ଠୁରେ ବସି ମୁଦି ପିନ୍ଧି ଜୟାଙ୍କୁ ପ୍ରପୋଜ କରିଥିଲେ। ସେ ଅଧିନାୟକ ଏମଏସ ଧୋନୀଙ୍କ ନିର୍ଦ୍ଦେଶରେ ତାଙ୍କ ଗର୍ଲଫ୍ରେଣ୍ଡଙ୍କୁ ପ୍ରସ୍ତାବ ଦେବା ପାଇଁ ଯୋଜନା ପରିବର୍ତ୍ତନ କରିଥିଲେ।
ଚହର ପ୍ରଥମେ ପ୍ଲେ ଅଫ ମ୍ୟାଚରେ ଜୟାଙ୍କୁ ପ୍ରପୋଜ କରିବାକୁ ଚାହୁଁଥିଲେ, କିନ୍ତୁ ଧୋନୀ ପ୍ଲେ ଅଫ ପୂର୍ବରୁ ଏହା କରିବାକୁ କହିଥିଲେ। ଧୋନୀଙ୍କ ନିର୍ଦ୍ଦେଶରେ ଚହର ତାଙ୍କର ଯୋଜନା ପରିବର୍ତ୍ତନ କରିଥିଲେ। ଦୀପକ ଚହରଙ୍କ ପ୍ରେମିକା ଜୟା ଭରଦ୍ୱାଜ ଦିଲ୍ଲୀରୁ ଆସି ଏକ କର୍ପୋରେଟ କମ୍ପାନୀରେ କାମ କରନ୍ତି। ଜୟା ମଧ୍ୟ ପ୍ରସିଦ୍ଧ ରିଆଲିଟି ଶୋ ‘ବିଗ ବସ’ ସିଜନ ୫ର ପ୍ରତିଯୋଗୀ ସିଦ୍ଧାର୍ଥ ଭରଦ୍ୱାଜଙ୍କ ଭଉଣୀ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?