୪୨ ପଇସା ନ ଫେରାଇବାରୁ ଦୋକାନୀ ନାଁରେ ମାମଲା କରି ଖର୍ଚ୍ଚ ହେଲା ୫୧୮ ଟଙ୍କା

ବେଜିଂ,୨୭।୪: ମାମଲା ଯେ ବେଳେ ବେଳେ ବ୍ୟକ୍ତିଙ୍କୁ କେତେ ଖର୍ଚ୍ଚାନ୍ତ କରାଏ ତାହା ଏବେ ଏହି ଖବରରୁ ସ୍ପଷ୍ଟ ହୋଇଛି। ସୂଚନା ଅନୁଯାୟୀ, ଚାଇନା ସୁପର ମାର୍କେଟରୁ ଝିଂୟୋ ନାମକ ଜଣେ ବ୍ୟକ୍ତି ଜିନିଷ କିଣିବା ପରେ ଦୋକାନୀଠାରୁ ୦.୦୪ ୟୁଆନ ବା ୪୨ ପଇସା ଫେରି ପାଇବାର ଥିଲା। ହେଲେ ଦୋକାନୀ ତାଙ୍କୁ ସେହି ପଇସା ଫେରାଇ ନ ଥିଲା। ଫଳରେ ଝିଂୟୋ ରାଗିଯାଇ ଦୋକାନୀଙ୍କ ବିରୋଧରେ ପୋଲିସରେ ଏକ ଅଭିଯୋଗ କରିଥିଲେ। କିଛିଦିନ ପରେ ଏହି ମାମଲାରେ ଝିଂୟୋଙ୍କର ୫୦ ୟୁଆନ ବା ପାଖାପାଖି ୫୧୮ ଟଙ୍କା ଖର୍ଚ୍ଚ ହୋଇଥିବା ଜଣାପଡିଛି। ହେଲେ ଝିଂୟୋ କହିଛନ୍ତି ସୁପର ମାର୍କେଟରେ ହେଉଥିବା ଏଭଳି କାରବାରକୁ ବନ୍ଦ କରିବା ଓ ଲୋକଙ୍କ ନିକଟରେ ଏଭଳି ଏକ ବାର୍ତ୍ତା ପହଞ୍ଚାଇବାକୁ ସେ ମାମଲାରେ ଅଧିକ ଅର୍ଥ ଖର୍ଚ୍ଚ କରିଛନ୍ତି। ଯେମିତି କେହି ଗ୍ରାହକ ଭବିଷ୍ୟତରେ ବଡ କ୍ଷତି ନ ସହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଟପ୍‌ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ

ନୂଆଦିଲ୍ଲୀ,୫।୧୨: ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ...

ଜିତିଯିବେ ପୁଟିନ

ଓ୍ବାଶିଂଟନ,୫।୧୨: ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସ ଆମେରିକା କଂଗ୍ରେସକୁ ଚେତାବନୀ ଦେଇଛି। ହ୍ବାଇଟ ହାଉସ କହିଛି ଯଦି ୟୁକ୍ରେନକୁ ସହାୟତା ବନ୍ଦ ହୋଇଯାଏ ତେବେ...

ଉତ୍ତର କୋରିଆରେ କମୁଛି ଶିଶୁ ଜନ୍ମ ହାର, କିମ କହିଲେ ଅଧିକ ସନ୍ତାନ ପ୍ରସବ କରନ୍ତୁ ମହିଳା

ସିଓଲ,୫।୧୨: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଦେଶର ଶକ୍ତି ବୃଦ୍ଧି ପାଇଁ ମହିଳାମାନଙ୍କୁ ଅଧିକ ସନ୍ତାନ ପ୍ରସବ କରିବାକୁ କହିଛନ୍ତି।...

ଭୁଲ ବଶତଃ ଗାଁ ଉପରେ ଡ୍ରୋନ ଆଟାକ, ୮୦ରୁ ଅଧିକ ମୃତ, ୬୦ରୁ ଅଧିକ ଆହତ

ଅବୁଜା,୫।୧୨: ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗ୍ରାମରେ ଭୁଲରେ ସେନା ଡ୍ରୋନ ଆକ୍ରମଣରେ ମୁସଲମାନ ପର୍ବ ପାଳନ କରୁଥିବା ଡଜନେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା।...

ରୁଷିଆ ସେନା ପାଇଁ ଲଢ଼ୁଥିବା ୬ ନେପାଳୀ ଯବାନ ନିହତ

କାଠମାଣ୍ଡୁ,୪ା୧୨(ପି.ଟି.): ୟୁକ୍ରେନ ବିରୋଧରେ ରୁଷିଆ ସେନାରେ ଲଢ଼ୁଥିବା ୬ ନେପାଳୀ ସୈନ୍ୟ ନିହତ ହୋଇଥିବା ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ସେନାରେ ନେପାଳୀଙ୍କୁ ନିଯୁକ୍ତି...

୩ ଡ୍ରୋନ୍‌କୁ ଖସାଇଲା ଆମେରିକା ଯୁଦ୍ଧଜାହାଜ

ଦୁବାଇ,୪ା୧୨: ୟେମେନ୍‌ର ହୌଥି ବିଦ୍ରୋହୀମାନେ ଲୋହିତ ସାଗରରେ ୩ଟି ବାଣିଜି୍ୟକ ଜାହାଜକୁ ମିଶାଇଲ୍‌ ମାଡ଼ କରିଛନ୍ତି। ଫଳରେ ଆମେରିକା ଯୁଦ୍ଧଜାହାଜ ଆତ୍ମରକ୍ଷା ପାଇଁ ୩ଟି ଡ୍ରୋନ୍‌କୁ...

ଫେସ୍‌ବୁକ୍‌-ଇନ୍‌ଷ୍ଟାଗ୍ରାମର ପୋଲ୍‌ ଖୋଲିଦେଲେ ଏଲନ ମସ୍କ

କାଲିଫର୍ନିଆ,୪।୧୨: ଏକ୍ସ ସିଇଓ ଏଲନ ମସ୍କ ଏକ୍ସରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏହି ପୋଷ୍ଟ ମାଧ୍ୟମରେ ଏଲନ ମସ୍କ ମେଟାର ଫେସବୁକ ଏବଂ ଇନଷ୍ଟାଗ୍ରାମ...

କୋଇଲା ଫେଜ୍‌ ଆଉଟ୍‌କୁ ଭାରତର ବିରୋଧ

ଦୁବାଇ,୪ା୧୨(ପି.ଟି.): ୨୦୩୦ ସୁଦ୍ଧା କୋଇଲା ବ୍ୟବହାରକୁ ପର୍ଯ୍ୟାୟକ୍ରମେ ବାଦ୍‌ ଦେଇ ବୈଶ୍ୱିକ ପୁନଃନବୀକରଣଯୋଗ୍ୟ ଶକ୍ତି ସାମର୍ଥ୍ୟ ୩ ଗୁଣ ବଢ଼ାଇବା ପାଇଁ ଅଣାଯାଇଥିବା ସଂକଳ୍ପରେ ସ୍ବାକ୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri