ଅରୁନ୍ଧତୀରେ ଚେନ୍ସ ଆଣ୍ଡ ବ୍ୟାଙ୍ଗେ୍‌ଲସ୍‌ ଫେଷ୍ଟିଭାଲ

ଭୁବନେଶ୍ୱର,୧୩।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ‘ଅରୁନ୍ଧତୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ତଥା ଅଭିଜ୍ଞ କାରିଗରି ଦ୍ୱାରା ନିର୍ମିତ ଅଳଙ୍କାରର ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ‘ଚେନ୍ସ ଆଣ୍ଡ ବ୍ୟାଙ୍ଗେ୍‌ଲସ୍‌ ଫେଷ୍ଟିଭାଲ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅବସରରେ ଆକର୍ଷଣୀୟ ଡିଜାଇନ ଓ ସ୍ବତନ୍ତ୍ର କାରିଗରି ଭରା ଗୋଲ୍‌ଡ, ଡାଇମଣ୍ଡ ଏବଂ ପ୍ଲାଟିନମ କଲେକ୍ସନର ବ୍ୟାପକ ସମ୍ଭାର ପ୍ରଦର୍ଶନୀରେ ସାମିଲ ହୋଇଛି। ସେହିଭଳି ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଅଫରର ବ୍ୟବସ୍ଥା କରାଯାଇଛି। ବିଶେଷକରି ସୁନାଗହଣାର ଗଢ଼ା ମଜୁରି ଉପରେ ୫୦% ପର୍ଯ୍ୟନ୍ତ ରିହାତି ଦିଆଯାଉଥିବାବେଳେ ହୀରା ମୂଲ୍ୟ ଉପରେ ୩୦% ରିହାତି ଏବଂ ରୁପା ଅଳଙ୍କାର ଉପରେ ୫୦%ର ପର୍ଯ୍ୟନ୍ତ ସ୍ବତନ୍ତ୍ର ରିହାତି ଗ୍ରାହକମାନେ ପାଇପାରିବେ। ଏହି ଅଫର ଅରୁନ୍ଧତୀ ଜୁଏଲର୍ସର ସମସ୍ତ ୭ଟି ଶାଖାରେ ଉପଲବ୍ଧ।
ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ଏହି ସ୍ବତନ୍ତ୍ର ପ୍ରଦର୍ଶନୀ ଓ ଫେଷ୍ଟିଭାଲ ଜରିଆରେ ଗ୍ରାହକମାନେ ସେମାନଙ୍କର ଆବଶ୍ୟକତା ଓ ଚାହିଦା ମୁତାବକ ଅଳଙ୍କାର ସଂଗ୍ରହକରି ପାରିବେ ବୋଲି ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ପାର୍ବଣର ଆନନ୍ଦକୁ ଦ୍ୱିଗୁଣିତ କରିବା ପାଇଁ ଗ୍ରାହକବନ୍ଧୁମାନଙ୍କୁ ଫେଷ୍ଟିଭାଲର ମଜା ଉଠାଇବାକୁ ପ୍ରତିଷ୍ଠାନ ପକ୍ଷରୁ ସାଦର ନିମନ୍ତ୍ରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?