Posted inଖେଳ

ମିଲ୍‌ଖାଙ୍କ ନାମରେ ଚେୟାର

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍‌ସ ୟୁନିଭର୍ସିଟିରେ ମିଲ୍‌ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଜଣାଇବା ଲାଗି ଅମରିନ୍ଦର ରାଜ୍ୟ କ୍ରୀଡ଼ାମନ୍ତ୍ରୀ ରାଣା ଗୁର୍‌ମିତ ସିଂ ସୋଧିଙ୍କ ସହ ମିଲ୍‌ଖାଙ୍କ ପୁଅ ଜିଭ୍‌ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କୁ ଭେଟିଥିଲେ। ମିଲ୍‌ଖା ଯେତେବେଳେ ପ୍ରଥମ ଭାରତୀୟ ଆଥ୍‌ଲେଟ ଭାବେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବ୍ୟକ୍ତିଗତ ସ୍ବର୍ଣ୍ଣ ପଦକ ଜିତିଥିଲେ ସେତେବେଳେ ତାଙ୍କ ଅନୁରୋଧ କ୍ରମେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏକ ଜାତୀୟ ଛୁଟିଦିବସ ଘୋଷଣା କରିଥିଲେ। ମିଲ୍‌ଖାଙ୍କ ବାସଭବନକୁ ଯିବାବେଳେ ସାଥିରେ ନେହେରୁଙ୍କ ସହ ଏହି ସ୍ପ୍ରିଣ୍ଟରଙ୍କ ରହିଥିବା ଏକ ଫଟୋଚିତ୍ରକୁ ସେ ନେଇଥିଲେ। ୧୯୬୦ରେ ନେହେରୁ ଯେତେବେଳେ ଜାତୀୟ ଛୁଟିଦିବସ ଘୋଷଣା କରିଥିଲେ, ସେତେବେଳେ ଏହି ଫଟୋ ଉତ୍ତୋଳନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାସ୍କେଟବଲ ଲିଗ୍‌ ସପକ୍ଷରେ ଭୃଗୁବଂଶୀ

ନୂଆଦିଲ୍ଲୀ, ୬।୭(ପି.ଟି.): ଭାରତରେ ପ୍ରତିଭାସମ୍ପନ୍ନ ଖେଳାଳିଙ୍କ ଅଭାବ ନାହିଁ। ଏକ ପେସାଦାର ବାସ୍କେଟବଲ ଲିଗ୍‌ ହୋଇପାରିଲେ ଖେଳାଳିଙ୍କ ପ୍ରଦର୍ଶନ ଅଧିକ ମାର୍ଜିତ ହୋଇପାରିବ ବୋଲି ଅନୁଭବ...

ଦିଲ୍ଲୀ ଡାଇନାମସ ହୋଇପାରେ ‘ଓଡ଼ିଶା ଏଫ୍‌ସି’

ଭୁବନେଶ୍ୱର, ୧୧।୮(କ୍ରୀଡ଼ା ପ୍ରତିନିଧି) ଓଡ଼ିଶାରେ ଫୁଟବଲ ଖେଳ ଓ ଖେଳାଳିଙ୍କ ବିକାଶ ପାଇଁ ବାଟ ଫିଟୁଛି। କଳିଙ୍ଗ ଷ୍ଟାଡିୟମରେ ଗତ କିଛିବର୍ଷ ମଧ୍ୟରେ ଇଣ୍ଡିଆନ ସୁପର...

ହକି ପ୍ରୋ-ଲିଗ୍‌ ପାଇଁ କଳିଙ୍ଗ ପ୍ରସ୍ତୁତ

ଭୁବନେଶ୍ୱର, ୨୦।୧୦ (କ୍ରୀଡ଼ା ପ୍ରତିନିଧି): ପାଖାପାଖି ୨ ବର୍ଷ ବ୍ୟବଧାନରେ କଳିଙ୍ଗ ଷ୍ଟାଡିୟମ ହକି କମ୍ପେକ୍ସ ଦ୍ୱାର ସାଧାରଣ ଦର୍ଶକଙ୍କ ପାଇଁ ଖୋଲିବାକୁ ଯାଉଛି। ଏଫ୍‌ଆଇଏଚ୍‌...

ନାମକରଣ ଜରିଆରେ ସମ୍ମାନିତ ହେବେ କ୍ରୀଡ଼ାବିତ୍‌

ନୂଆଦିଲ୍ଲୀ, ୧୮ା୧ (ପି.ଟି.)-ଦେଶ ପାଇଁ ଗୌରବ ଆଣିଥିବା କ୍ରୀଡ଼ାବିତଙ୍କୁ ଭିନ୍ନ ଏକ ଉପାୟରେ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଛି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ। ସ୍ପୋଟର୍‌ସ ଅଥରିିଟି...

ଲଗାତାର ୩ଟି ଛକା ମାରିଲେ ବିବାହ କରିବି, ଏହି କ୍ରିକେଟଙ୍କ ଆଗରେ ସର୍ତ୍ତ ରଖିଥିଲେ ତାଙ୍କ ଗର୍ଲଫ୍ରେଣ୍ଡ୍‌

ବଲିଉଡ୍‌ ଅଭିନେତ୍ରୀ ଶର୍ମିଳା ଟାଗୋର  ମହାନ କ୍ରିକେଟର୍‌ ନବାବ ମନସୁର ଅଲ୍ଲୀ ଖାନ ପଟୌଦିଙ୍କୁ ବିବାହ କରିଥିଲେ। ମନସୁରଙ୍କ ସହ ଶର୍ମିଳାଙ୍କ ସାକ୍ଷାତ ପ୍ରଥମେ କୋଲକତାରେ...

ଡିସି ବନାମ କେକେଆର୍‌; ଜାଣନ୍ତୁ କେବେ-କେଉଁଠି ଦେଖିବେ ଏହି କ୍ୱାଲିଫାୟାର-୨ ମୁକାବିଲା..

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ ୨୦୨୧ର କ୍ୱାଲିଫାୟାର-୨ ମ୍ୟାଚ୍‌ ବୁଧବାର ଖେଳାଯିବ। ଏଥିରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ଉଭୟ ଟିମ୍‌ ପାଇଁ ଏହି ମ୍ୟାଚ୍‌ର...

ଆଇପିଏଲ୍‌ ଖେଳାଳି ନିଲାମରେ ଅଣଦେଖା ହୋଇଥିଲେ ଏହି ଓପନର୍‌: ଟି-୨୦ ମ୍ୟାଚ୍‌ରେ ୮ ଛକା, ୬ ଚୌକା ମାରି କଲେ ଚକିତ

ନୂଆଦିଲ୍ଲୀ,୨୫।୨: ନ୍ୟୁଜିଲାଣ୍ଡର ଓପନର ମାର୍ଟିନ୍‌ ଗୁପ୍ତିଲ କରିଛନ୍ତି ଟି୨୦ ବିଶ୍ୱ ରେକର୍ଡ। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ୫୦ ବଲ୍‌ରେ ୬ ଚୌକା, ୮...

୯ ବର୍ଷ ବୟସରେ ପଣ୍ଟିଂଙ୍କ ବ୍ୟାଟିଂ ଦେଖି ଭୟରେ ନିୟମ ବଦଳାଇ ଦେଇଥିଲା ସ୍କୁଲ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପ୍ରାକ୍ତନ ଅଧିନାୟକ ରିକି ପଣ୍ଟିଂ ତାଙ୍କ ନେତୃତ୍ୱରେ ଦେଶକୁ ୨ଥର ବିଶ୍ୱ ଚାମ୍ପିୟନ କରାଇଛନ୍ତି। ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବେ...

Advertisement
Archives

Model This Week