୧୫ ଯୁବତୀଙ୍କୁ ବଳାତ୍କାର କରି ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ ଫେରାର, ରେକର୍ଡ ହେଲା ପୀଡ଼ିତାଙ୍କ ବୟାନ

ନୂଆଦିଲ୍ଲୀ,୨୪ା୯: ୧୫ ଜଣ ଯୁବତୀଙ୍କୁ ବଳାତ୍କାର କରିଥିବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ତେବେ ଅଭିଯୋଗ ପରେ ଚୈତନ୍ୟାନନ୍ଦ ଫେରାର୍‌ ଅଛନ୍ତି। ସେ ବସନ୍ତ କୁଞ୍ଜରେ ଏକ ଆଶ୍ରମ ଚଳାଉଛନ୍ତି।

ଦିଲ୍ଲୀର ବସନ୍ତ କୁଞ୍ଜରେ ଥିବା ଏକ ପ୍ରସିଦ୍ଧ ଆଶ୍ରମର ନିର୍ଦ୍ଦେଶକ ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀଙ୍କ ବିରୋଧରେ ପ୍ରାୟ ୧୫ ଜଣ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ବସନ୍ତ କୁଞ୍ଜ (ଉତ୍ତର) ପୋଲିସ ଏକ ଏଫ୍‌ଆଇଆର ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ତାଙ୍କ ଭଲଭୋ କାର୍‌ରୁ ଏକ ନକଲି ୩୯ ୟୁଏନ୍‌ ୧ ନମ୍ବର ମଧ୍ୟ ମିଳିଛି। ଗାଡ଼ିଟି ଏବେ ପୋଲିସ ଜବତ କରିଛି। ମାମଲା ପଞ୍ଜୀକରଣ ପରେ, ଆଶ୍ରମ ପ୍ରଶାସନ ଅଭିଯୁକ୍ତଙ୍କୁ ତାଙ୍କ ପଦବୀରୁ ହଟାଇ ଦେଇଛି।

ଦିଲ୍ଲୀ ପୋଲିସ ଅଭିଯୁକ୍ତ ଚୈତନ୍ୟାନନ୍ଦ ସରସ୍ବତୀଙ୍କ ସନ୍ଧାନ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ବର୍ତ୍ତମାନ ତାଙ୍କର ଶେଷ ସ୍ଥାନ ଆଗ୍ରାରେ ଅବସ୍ଥିତ। ତାଙ୍କୁ ଏବେ ଉତ୍ତରପ୍ରଦେଶ ପୋଲିସ ସହାୟତାରେ ଖୋଜା ଚାଲିଛି। ପୀଡ଼ିତ ଯୁବତୀଙ୍କ ବୟାନ ମଧ୍ୟ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri