୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ବସ୍‌ରେ ଥିବା ସମସ୍ତ ୪୦ ଯାତ୍ରୀଙ୍କ ମଧ୍ୟରୁ ୨୧ଜଣ ଆହତ ହୋଇଥିବା ଜଣାପଡିଛି।

ଆହତ ଯାତ୍ରୀଙ୍କ ମଧ୍ୟରୁ ୩ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ସୋମବାର ରାତି ପ୍ରାୟ ୨ଟାରେ ଭାରସାମ୍ୟ ହରାଇ ଚକାଡ଼ୋଳା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ରହିଛି  । ଦାରିଙ୍ଗବାଡ଼ିରୁ ଭୁବନେଶ୍ୱର ଯାତ୍ରୀବାହୀ ବସ୍ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?