ରବିବାର ଶ୍ରୀମନ୍ଦିରରେ ଚକ୍ରବୁଲା ଏକାଦଶୀ

ପୁରୀ ଅଫିସ, ୨୩।୭: ଶ୍ରୀମନ୍ଦିରରେ ରବିବାର ଚକ୍ରବୁଲା ତଥା ଚକ୍ରନାରାୟଣ ଏକାଦଶୀ ନୀତି ପାଳିତ ହେବ । ପ୍ରଭୁ ଚକ୍ରନାରାୟଣ ବିମାନରେ ଅଧିଷ୍ଠିତ ହୋଇ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଚାରି ଆଶ୍ରମରେ ବିଜେ ହେବା ସହ ନଗର ପରିକ୍ରମା କରିବେ ।
ଚକ୍ରନାରାୟଣ ହେଉଛନ୍ତି ମହାପ୍ରଭୁଙ୍କ ସୁଦର୍ଶନ ଚକ୍ର । ଏହି ବିଧି ଅନେକ ବର୍ଷରୁ ଶ୍ରୀମନ୍ଦିରରେ ପ୍ରଚଳିତ ହୋଇ ଆସୁଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ସରିବା ପରେ ଏହି ନୀତି ସମ୍ପନ୍ନ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri