ଚଳଚଞ୍ଚଳ କାଣ୍ଡେଲ ଗ୍ରାମ: ଲକ୍ଷ୍ମୀନୃସିଂହ ମନ୍ଦିରରେ ନାମଯଜ୍ଞ

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ କାଣ୍ଡେଲ ଗ୍ରାମସ୍ଥିତ ଲକ୍ଷ୍ମୀନୃସିଂହ ମନ୍ଦିର ପରିସରରେ ଚନ୍ଦନ ଯାତ୍ରା ଓ ଷୋହଳ ପ୍ରହର ନାମଯଜ୍ଞ ନିମନ୍ତେ ଏକ କଳସ ଯାତ୍ରା ସୋମବାର ମନ୍ଦିର ପରିଚାଳକ ବୈଦ୍ୟରାଜ ସଦାନନ୍ଦ ପୁଟେଲଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ମହିଳାମାନେ ଲକ୍ଷ୍ମୀନୃସିଂହ ମନ୍ଦିରଠାରୁ ପ୍ରାୟ ଅଧ କିମିଦୂରସ୍ଥିତ ଦେହାଇରେନ ଜୋରକୁ ଯାଇ କଳସରେ ପାଣିଭରି ଉକ୍ତ ମନ୍ଦିରକୁ ଯାଇ କଳସ ସ୍ଥାପନ କରିଥିଲେ। ସୋମବାର ସାରେ ଅଧିବାସ ଓ ଅଂକୁର ରୋପଣ କାର୍ଯ୍ୟକ୍ରମ ରହିଛି। ଏଥିରେ କାଣ୍ଡେଲ ଗ୍ରାମର କର୍ତ୍ତା ଭାବେ ନୃସିଂହ ସାହୁ ଓ ତାଙ୍କର ଧର୍ମପତ୍ନୀ ଅନିତା ସାହୁ ଅଂଶଗ୍ରହଣ କରିଥିଲେ। ପ୍ରବଳ ଗ୍ରୀଷ୍ମପ୍ରବାହ ସତ୍ତ୍ୱେ ଗ୍ରାମର ମହିଳାମାନୋ ଖାଲି ପାଦରେ ଚାଲିଚାଲି ଯାଇ କଳସ ଯାତ୍ରା ସମ୍ପନ୍ନ କରିଥିଲେ। ଆସନ୍ତା ୧ତାରିଖରେ ପୁର୍ଣ୍ଣାହୁତି ହେବ ବୋଲି ମନ୍ଦିର ପରିଚାଳକ ବୈଦ୍ୟରାଜ ସଦାନନ୍ଦ ପୁଟେଲ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ମେରେ ୫ ରାଶି ଉପରେ ରହିଛି ବିପଦ, ଆଲର୍ଟ…

ଗ୍ରହମାନଙ୍କର ଗତି ଏବଂ ପରିବର୍ତ୍ତନ ଯୋଗୁଁ ମେ ମାସରେ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି । ଫଳସ୍ୱରୂପ, ଅନେକ ରାଶିକୁ ଆର୍ଥିକ ଅସୁବିଧା, ସ୍ୱାସ୍ଥ୍ୟ ସମ୍ବନ୍ଧୀୟ…

ଭଡ଼ାଘରେ ଝୁଲୁଛି ଯନ୍ତ୍ରୀଙ୍କ ମୃତଦେହ: ଗୁଡଭେଲାରେ ଚାଞ୍ଚଲ୍ୟ

ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଗୁଡଭେଲା ଠାରେ ଏକ ଭଡାଘରୁ ମେଘା ପ୍ରୋଜେକ୍ଟ ଯନ୍ତ୍ରୀ ପ୍ରବୀର କୁମାର ବେହେରା(୨୭)ଙ୍କ ଝୁଲନ୍ତା ମୃତ ଦେହ ତୁଷୁରା ପୋଲିସ…

କ୍ୟାବ୍‌ ଡ୍ରାଇଭରଙ୍କ ଝିଅ ହେଲେ CBI ଅଫିସର, ଲୋକଙ୍କୁ ସଫଳତାର କାହାଣୀ କହି ବାପା…

ଲକ୍ଷ୍ନୌ,୨୯ା୪: ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ସାମ୍ନାକୁ ଆସେ ଯାହା ହୃଦୟକୁ ଛୁଇଁଯାଏ। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ…

ବୁଢୀମା’ର ଶୁଦ୍ଧିକ୍ରିୟାକୁ ଯିବାକୁ ମନାକଲେ ବଡ଼ଭାଇ, କୁରାଢୀରେ ହାଣିଦେଲେ ସାନଭାଇ

ଆନନ୍ଦପୁର,୨୯।୪(ସୁଶାନ୍ତ କୁମାର ସାହୁ): ବୁଢୀ ମା’ର ଶୁଦ୍ଧିକ୍ରିୟାକୁ ଯିବାକୁ ମନା କରିବାରୁ ବଡଭାଇକୁ କୁରାଢୀରେ ହାଣି ପକାଇଲେ ସାନଭାଇ । ଗୁରୁତର ବଡଭାଇ ଏବେ ଡାକ୍ତରଖାନାରେ ମୃତ୍ଯୁ…

ଏଣିକି OTP ବିନା ମିଳିବନି LPG ସିଲିଣ୍ଡର! ମେ ପହିଲାରୁ ଲାଗୁ ହେବ ନୂଆ ନିୟମ…

ଯଦି ଆପଣ ମଧ୍ୟ ଘରେ ଗ୍ୟାସ ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ୧ ମେରୁ ସାରା ଦେଶରେ ଏଲପିଜି…

ଗୋରକ୍ଷକଙ୍କ ଉପରକୁ ଗୁଳି ଚଳାଇଲେ ଗୋତସ୍କର, ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବୈଶିଙ୍ଗା,୨୯।୪(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଦିନକୁ ଦିନ ଗୋରୁ ଚୋରା ଚାଲାଣ ବୃଦ୍ଧି ପାଉଥିବା ବେଳେ ଏହି ଗ୍ୟାଙ୍ଗ ସହ ଜଡ଼ିତ ଅସାମାଜିକ ବ୍ୟକ୍ତିମାନଙ୍କର…

ନ୍ୟୁୟର୍କର ସବୁଠାରୁ ମହଙ୍ଗା ରାସ୍ତାରେ ଦେଶୀ ବିବାହ ଶୋଭାଯାତ୍ରା, ବଲିଉଡ୍‌ ଗୀତରେ ଧୂମ୍‌ ନାଚିଲେ ବରକନ୍ୟା

ବିଦେଶୀ ରାସ୍ତାରେ ଅନେକ କିଛି ଦେଖିଥିବେ। କିନ୍ତୁ ଯେତେବେଳେ ବିଶ୍ୱର ସବୁଠାରୁ ମହଙ୍ଗା ଏବଂ ବ୍ୟସ୍ତବହୁଳ ରାସ୍ତା ମଧ୍ୟରୁ ଗୋଟିଏ ନ୍ୟୁୟର୍କର ଫିପ୍‌ଥ ଆଭେନ୍ୟୁର ଏକ ଦେଶୀ…

ବିନା ଗ୍ୟାରେଣ୍ଟିରେ ମିଳିବ ଲୋନ! ୨.୫ ଲକ୍ଷ କୋଟି ଟଙ୍କାର ସ୍କିମ୍‌ ପାଇଁ ମଞ୍ଜୁରୀ ଦେଲା ଅର୍ଥ ମନ୍ତ୍ରଣାଳୟ,ଶୀଘ୍ର…

ନୂଆଦିଲ୍ଲୀ,୨୯।୪: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ବିଶ୍ୱସ୍ତରୀୟ ଭୂ-ରାଜନୈତିକ ଅସ୍ଥିରତା ମଧ୍ୟରେ ଦେଶର ବ୍ୟବସାୟିକ କ୍ଷେତ୍ରକୁ ଆର୍ଥିକ ସଙ୍କଟରୁ ରକ୍ଷା କରିବା ପାଇଁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri